ଆରମ୍ଭ ହେଲା ଶ୍ରୀମନ୍ଦିର ପରିଚାଳନା ବୈଠକ
ଭୁବନେଶ଼୍ବର, ୧୯।୬: ପୁରୀର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଆରମ୍ଭ ହୋଇଛି । ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ଚାଲିଛି । ଏଥିରେ ଶ୍ରମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ ଏବଂ ଏସ୍ପିଙ୍କ...
ଦୁଇ ବ୍ୟାଙ୍କରେ ପୁରୀ ଶ୍ରୀମନ୍ଦିରର ଡିପୋଜିଟ୍ ହେଲା ୩୯ କୋଟି ଟଙ୍କା
ଭୁବନେଶ୍ୱର,୧୮।୩: ପୁରୀ ଶ୍ରୀମନ୍ଦିରରକୁ ବିଭିନ୍ନ ସୂତ୍ରରୁ ମିଳିଥିବା ଆର୍ଥିକ ଆୟ ମଧ୍ୟରୁ ୩୯ କୋଟି ୨୧ ଲକ୍ଷ ଟଙ୍କା ପ୍ରଶାସନ ପକ୍ଷରୁ ବ୍ୟାଙ୍କରେ ଜମା କରାଯାଇଛି । ୭ ଦଶମିକ ୮/ଶୂନ ପ୍ରତିଶତ ସୁଧ ହାରରେ କାନାରା ବ୍ୟାଙ୍କରେ ୩୬...
ରାତିସାରା ମହାପ୍ରଭୁ ଅନିଦ୍ରା! ସେବାୟତଙ୍କ ମଧ୍ୟରେ ଝଗଡା,ନୀତି ବିଳମ୍ବ
ପୁରୀ,୫।୨(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହୁଡ ନୀତି ଅନୁଷ୍ଠିତ ହୋଇନାହିଁ। ଫଳରେ ଶ୍ରୀବିଗ୍ରହମାନେ ସାରା ରାତି ଅନିଦ୍ରା ରହିଛନ୍ତି। ସିଂହାରୀ ସେବାୟତ ଓ ସୁଆର ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ମହାପ୍ରଭୁଙ୍କ ପହୁଡ ନୀତି ହୋଇ ନ ଥିବା ସୂଚନା...
ଧନତେରସରେ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼, ଠେଲାପେଲାରେ ୧୦ ଆହତ
ପୁରୀ,୧୦।୧୧: ପୁରୀ ଶ୍ରୀମନ୍ଦିରରେ ଶୁକ୍ରବାର ମଙ୍ଗଳ ଆଳତି ସମୟରେ ଠେଲାପେଲା ହୋଇଛି। ଧନତେରସରେ ପ୍ରବଳ ଭିଡ଼ କାରଣରୁ ଠେଲାପେଲାରେ ୧୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଆହତ ମାନଙ୍କୁ ସୁରକ୍ଷାକର୍ମୀମାନେ ତୁରନ୍ତ ପୁରୀ ବଡ଼ ମେଡିକାଲରେ...
Archives
