ପୁରୀ,୧୪।୭: ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି…