ଭକ୍ତଙ୍କୁ ବଣ୍ଟାଯାଉନି ମାଗଣା ମହାପ୍ରସାଦ
ପୁରୀ ଅଫିସ, ୮।୧: ମହାପ୍ରଭୁଙ୍କ ଶ୍ରୀମହାପ୍ରସାଦ କଣିକାଏ ପାଇଲେ ଜୀବ ମୁକ୍ତିଲାଭ କରେ ବୋଲି ବିଶ୍ୱାସ ରହିଛି। ସେଥିପାଇଁ ଠାକୁରଙ୍କ ନିକଟରେ ମହାପ୍ରସାଦ ଲାଗି ହେବା ପରେ ଭକ୍ତମାନେ ଏହାକୁ ପାଇବା ପାଇଁ ଚାହିଁ ରହିଥାନ୍ତି। କିନ୍ତୁ ପ୍ରତ୍ୟେକ ଭକ୍ତ...
ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୃତ ବ୍ୟକ୍ତିଙ୍କୁ ଏକ ଘଣ୍ଟା ପର୍ଯ୍ୟନ୍ତ ଚାଲିଥିଲା ସାଲାଇନ
ପୁରୀ ଅଫିସ,୩।୧୨: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା। ମୃତ ବ୍ୟକ୍ତିଙ୍କଠାରେ ଏକ ଘଣ୍ଟା ପର୍ଯ୍ୟନ୍ତ ସାଲାଇନ ଚାଲିଥିବା ଅଭିଯୋଗ ଆସିଛି। ଚିକିତ୍ସାରେ ଅବହେଳା ନେଇ ପରିବାର ଲୋକେ ମଙ୍ଗଳବାର ସିଡିଏମଓଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଚିକିତ୍ସାରେ ଅବହେଳା...
ଭିଜିଲାନ୍ସ ଜାଲରେ ଜିଆରଏସ
ପୁରୀ ଅଫିସ୍,୧୫।୧୦: ପିପିଲି କୁଳସେଖର ପାଟଣା ଅଞ୍ଚଳର ଜିଆରଏସ ଲକ୍ଷ୍ମୀ ପ୍ରିୟା ସାହୁ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି। ବରାଗଡ଼ ଗ୍ରାମର ସିପୁ ସାଇଁଙ୍କଠାରୁ ବିଜୁ ପକ୍କାଘର ଯୋଜନାରେ ୨୦ ହାଜର ଟଙ୍କା ବୋନସ କରାଇଦେବା ପାଇଁ ୨ ହଜାର ଟଙ୍କା...
ଶୋଭାବର୍ଦ୍ଧନ କରୁଛି ଗୋଷାଣୀ ଓ ନାଗା
ପୁରୀ ଅଫିସ,୮।୧୦: ଶାରଦୀୟ ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ପୂଜା ଚାଲିଛି। ପୁରପଲ୍ଳୀଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଚାରିଆଡେ ମା’ ଦୁର୍ଗତିନାଶିନୀଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଥିବାବେଳେ ପୁରୀରେ ଗୋଷାଣୀ ପୂଜା ପରମ୍ପରା ରହିଛି। ଏଥିସହିତ ନାଗା ମୂର୍ତ୍ତି ପୂଜାର ବିଶେଷତା...
ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଜାରି:ଠାବହେଲା ୬ ଥାକିଆ ଭୂତଳ ଘର
ପୁରୀ ଅଫିସ, ୩୦-୮:ଭଙ୍ଗାଯାଇଛି ବହୁଚର୍ଚ୍ଚିତ ଏମାର ମଠ। ଚାଲିଛି ଉଚ୍ଛେଦ ପ୍ରକ୍ରିୟା। ଆଉ କିଛିଦିନ ପରେ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶିଯିବ ଦ୍ୱାଦଶ ଶତାବ୍ଦୀର ଏହି ମଠ। ତେବେ ଏହି ପ୍ରାଚୀନ ମଠ ଭଙ୍ଗାଯିବା ପରେ ମିଳିଛି ଭୂତଳ ଘରର...
ଚକ୍ରନାରାୟଣଙ୍କ ଚାରି ଆଶ୍ରମ ପରିକ୍ରମା
ପୁରୀ ଅଫିସ, ୨୮ା୭: ଶ୍ରାବଣ କୃଷ୍ଣପକ୍ଷ ଏକାଦଶୀକୁ ଚକ୍ରବୁଲା ଏକାଦଶୀ କୁହାଯାଏ। ରବିବାର ଏହି ଚକ୍ରବୁଲା ଏକାଦଶୀରେ ପରମ୍ପରା ଅନୁଯାୟୀ, ଚକ୍ରନାରାୟଣ ଶ୍ରୀକ୍ଷେତ୍ରର ୪ ଆଶ୍ରମ ପରିକ୍ରମା କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ମହାପ୍ରଭୁ ଧାରଣ...
ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ ଅଫିସ, ୨୯।୫: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏଥିପାଇଁ ବୁଧବାର ଅପରାହ୍ନ ୪ଟାରୁ ରାତି ୯ଟା ପର୍ଯ୍ୟନ୍ତ ଅର୍ଥାତ୍ ୪...
ସମୀରଙ୍କ ହାଟ୍ରିକ ବିଜୟ: କହିଲେ ଅଞ୍ଚଳର ବିକାଶ ମୋର ପ୍ରାଥମିକତା
ପୁରୀ ଅଫିସ, ୨୪।୫: ଜଗତ୍ସିଂହପୁର ଲୋକ ସଭା ଆସନ ଅନ୍ତର୍ଗତ ନିମାପଡ଼ା ବିଧାନସଭା ଆସନରୁ ବିଜେଡ଼ି ପ୍ରାର୍ଥୀ ସମୀର ରଞ୍ଜନ ଦାସ ବିଜୟୀ ହୋଇଛନ୍ତି। ସେ ୨୦୦୯, ୨୦୧୪, ୨୦୧୯ ସାଧାରଣ ନିର୍ବାଚନରେ ଲଗାତାର ୩ୟ ଥର ବିଜୟୀ ହୋଇଛନ୍ତି।...
ମାଟ୍ରିକ ପରୀକ୍ଷା ଫଳ: ପୁରୀ ଜିଲାରେ ପାସ୍ହାର ୭୮.୨୫%
ପୁରୀ ଅଫିସ, ୨୧।୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ମାଟ୍ରିକ) ଫଳ ମଙ୍ଗଳବାର ପୂର୍ବାହ୍ନ ୯ଟାରେ ପରୀକ୍ଷା ଫଳ ପ୍ରକାଶ ପାଇଛି । ପୁରୀରେ ଜିଲାରେ ପାସ ହାର ୭୮.୨୫ ପ୍ରତିଶତ ରହିଛି। ଚଳିତ ବର୍ଷ...
ଶ୍ରୀମନ୍ଦିର କ୍ଷୟକ୍ଷତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ:ରଥଯାତ୍ରା ସୁଦ୍ଧା ଫେରିବ ସ୍ବାଭାବିକ ଅବସ୍ଥା
ପୁରୀ ଅଫିସ, ୧୯ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ସ୍ଥାନୀୟ ଦଳୀୟ ନେତୃବୃନ୍ଦଙ୍କ ସହ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ। ଶ୍ରୀମନ୍ଦିର ସେବକ ମଧୁସୂଦନ ସିଂହାରୀ...
Long queue at AAHAR centers of Bhubaneswar
In a sign of normalcy being restored after cyclone ‘fani’ devastated Bhubaneswar, Cuttack and Puri, as many as 21 AAHAAR centers in these towns Wednesday started serving subsidised meals...