Tag Archives: Puri

ଶୋଭାବର୍ଦ୍ଧନ କରୁଛି ଗୋଷାଣୀ ଓ ନାଗା

ପୁରୀ ଅଫିସ,୮।୧୦: ଶାରଦୀୟ ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ପୂଜା ଚାଲିଛି। ପୁରପଲ୍ଳୀଠାରୁ ସହରାଞ୍ଚଳ ପର୍ଯ୍ୟନ୍ତ ଚାରିଆଡେ ମା’ ଦୁର୍ଗତିନାଶିନୀଙ୍କ ମୃଣ୍ମୟୀ ମୂର୍ତ୍ତି ପୂଜା ପାଉଥିବାବେଳେ ପୁରୀରେ ଗୋଷାଣୀ ପୂଜା ପରମ୍ପରା ରହିଛି। ଏଥିସହିତ ନାଗା ମୂର୍ତ୍ତି ପୂଜାର ବିଶେଷତା ରହିଛି।…

ଏମାର ମଠ ଉଚ୍ଛେଦ ପ୍ରକ୍ରିୟା ଜାରି:ଠାବହେଲା ୬ ଥାକିଆ ଭୂତଳ ଘର

ପୁରୀ ଅଫିସ, ୩୦-୮:ଭଙ୍ଗାଯାଇଛି ବହୁଚର୍ଚ୍ଚିତ ଏମାର ମଠ। ଚାଲିଛି ଉଚ୍ଛେଦ ପ୍ରକ୍ରିୟା। ଆଉ କିଛିଦିନ ପରେ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶିଯିବ ଦ୍ୱାଦଶ ଶତାବ୍ଦୀର ଏହି ମଠ। ତେବେ ଏହି ପ୍ରାଚୀନ ମଠ ଭଙ୍ଗାଯିବା ପରେ ମିଳିଛି ଭୂତଳ ଘରର ସନ୍ଧାନ।…

ଚକ୍ରନାରାୟଣଙ୍କ ଚାରି ଆଶ୍ରମ ପରିକ୍ରମା

ପୁରୀ ଅଫିସ, ୨୮ା୭: ଶ୍ରାବଣ କୃଷ୍ଣପକ୍ଷ ଏକାଦଶୀକୁ ଚକ୍ରବୁଲା ଏକାଦଶୀ କୁହାଯାଏ। ରବିବାର ଏହି ଚକ୍ରବୁଲା ଏକାଦଶୀରେ ପରମ୍ପରା ଅନୁଯାୟୀ, ଚକ୍ରନାରାୟଣ ଶ୍ରୀକ୍ଷେତ୍ରର ୪ ଆଶ୍ରମ ପରିକ୍ରମା କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ମହାପ୍ରଭୁ ଧାରଣ କରୁଥିବା…

ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୯।୫: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଏଥିପାଇଁ ବୁଧବାର ଅପରାହ୍ନ ୪ଟାରୁ ରାତି ୯ଟା ପର୍ଯ୍ୟନ୍ତ ଅର୍ଥାତ୍‌ ୪ ଘଣ୍ଟା…

ସମୀରଙ୍କ ହାଟ୍ରିକ ବିଜୟ: କହିଲେ ଅଞ୍ଚଳର ବିକାଶ ମୋର ପ୍ରାଥମିକତା

ପୁରୀ ଅଫିସ, ୨୪।୫: ଜଗତ୍‌ସିଂହପୁର ଲୋକ ସଭା ଆସନ ଅନ୍ତର୍ଗତ ନିମାପଡ଼ା ବିଧାନସଭା ଆସନରୁ ବିଜେଡ଼ି ପ୍ରାର୍ଥୀ ସମୀର ରଞ୍ଜନ ଦାସ ବିଜୟୀ ହୋଇଛନ୍ତି। ସେ ୨୦୦୯, ୨୦୧୪, ୨୦୧୯ ସାଧାରଣ ନିର୍ବାଚନରେ ଲଗାତାର ୩ୟ ଥର ବିଜୟୀ ହୋଇଛନ୍ତି। ଦାସ…

ମାଟ୍ରିକ ପରୀକ୍ଷା ଫଳ: ପୁରୀ ଜିଲାରେ ପାସ୍‌ହାର ୭୮.୨୫%

ପୁରୀ ଅଫିସ, ୨୧।୫: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା(ମାଟ୍ରିକ) ଫଳ ମଙ୍ଗଳବାର ପୂର୍ବାହ୍ନ ୯ଟାରେ ପରୀକ୍ଷା ଫଳ ପ୍ରକାଶ ପାଇଛି । ପୁରୀରେ ଜିଲାରେ ପାସ ହାର ୭୮.୨୫ ପ୍ରତିଶତ ରହିଛି। ଚଳିତ ବର୍ଷ ଜିଲାର…

ଶ୍ରୀମନ୍ଦିର କ୍ଷୟକ୍ଷତି ଅନୁଧ୍ୟାନ କଲେ ଧର୍ମେନ୍ଦ୍ର ପ୍ରଧାନ:ରଥଯାତ୍ରା ସୁଦ୍ଧା ଫେରିବ ସ୍ବାଭାବିକ ଅବସ୍ଥା

ପୁରୀ ଅଫିସ, ୧୯ା୫: ବାତ୍ୟାରେ ଶ୍ରୀମନ୍ଦିରରେ ହୋଇଥିବା କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ କେନ୍ଦ୍ରମନ୍ତ୍ରୀ ପ୍ରଧାନ ସ୍ଥାନୀୟ ଦଳୀୟ ନେତୃବୃନ୍ଦଙ୍କ ସହ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ। ଶ୍ରୀମନ୍ଦିର ସେବକ ମଧୁସୂଦନ ସିଂହାରୀ ପ୍ରମୁଖ…

Long queue at AAHAR centers of Bhubaneswar

In a sign of normalcy being restored after cyclone ‘fani’ devastated Bhubaneswar, Cuttack and Puri, as many as 21 AAHAAR centers in these towns Wednesday started serving subsidised meals again.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri