Tag Archives: Puri

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ ସାଆନ୍ତ ଏବଂ ଦେବୀ ସୁଭଦ୍ରା। ଆଜି ଚତୁର୍ଦ୍ଧାମୂର୍ତ୍ତି ୧୦୮ ଗରା ସୁବାସିତ ଜଳରେ…

ପୁରୀ ଅଠରନଳା ଉପରେ ଚୁଲି ଜାଳି କଲେ ମାଂସ ଭୋଜି, ଭିଡିଓ ଭାଇରାଲ…

ପୁରୀ,୨୩।୬: ପୁରୀର ଐତିହାସିକ ସ୍ଥଳ ଅଠରନଳାରୁ ଏକ ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି। କିଛି ବାହାର ରାଜ୍ୟର ମିସ୍ତ୍ରୀ ଅଠରନଳା ଉପରେ ଚୁଲି ଜାଳି ମାଂସ ରାନ୍ଧି ଭୋଜି ଭାତ କରିବା ଭିଡ଼ିଓ ବର୍ତ୍ତମାନ ଭାଇରାଲ ହେବାପରେ ଏହାକୁ ନେଇ ତୀବ୍ର…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ ମୃତଦେହ ଜବତ କରିଛି । ମୃତ ଦମ୍ପତି ହେଲେ ସେନାପତି ବଗିଚା ଅଞ୍ଚଳରେ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ ମାଧ୍ୟମରେ ଭକ୍ତମାନଙ୍କୁ ମହାପ୍ରସାଦ ବିକ୍ରି କରାଯାଉଥିବା ବିଜ୍ଞାପନ ସୋସିଆଲ ମିଡିଆରେ ଭାଇରାଲ୍ ହେଉଛି।…

ଖଜା ଦୋକାନୀଙ୍କୁ ଉଠାଇନେଲା ପୋଲିସ, ଲୋକେ ବୋହିନେଲେ ଖଜା, ଯିଏ ଯାହା ପାଇଲା…

ପୁରୀ,୨୯ା୫(ଅଜିତ ମହାନ୍ତି): ପୁରୀ ବଡ଼ଦାଣ୍ଡରେ ଏକ ନିଆରା ତଥା ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଯାହା ବିଭିନ୍ନ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି । ଭିଡ଼ିଓରେ ଦେଖିବାକୁ ମିଳୁଛି ଦିନ ଦ୍ବିପହରରେ ବଡ଼ଦାଣ୍ଡରେ ଥିବା ଖଜା ଭର୍ତ୍ତି ପଷ୍ଟରୁ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି । ପୁରୀର ବ୍ଲୁ ଲିଲି ରିସର୍ଟରୁ ଦିଲ୍ଲୀପଙ୍କୁ ଏସ୍‌ଟିଏଫ୍‌ ଗିରଫ କରିଥିବା ନେଇ ଜଣାପଡ଼ିଛି।…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ ପୁରୀରେ ପହଞ୍ଚିଥିଲେ। କଡ଼ା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର…

ଗଞ୍ଜାମରୁ ପୁରୀ ଗଲେ ୭୪ ଶ୍ରଦ୍ଧାଳୁ, ଦୁଇଟି ବସ୍‌ରେ ଯାଇ…

ଛତ୍ରପୁର,୧୩ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରଠାରେ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ନବରଙ୍ଗପୁରରୁ ଏହାର ଶୁଭାରମ୍ଭ କରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିପାରିବେ। ଏହି ଅବସରରେ…

ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା: ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌

ଭୁବନେଶ୍ୱର,୧୩ା୨: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟର ୪ ସହର ଯଥା ପୁରୀ, ପାରାଦୀପ, ଭୁବନେଶ୍ୱର ଏବଂ କଟକ କମନ ଇକୋନୋମିକ୍‌ ଜୋନ୍‌ରେ ପରିଣତ ହେବ। ୨୦୨୭ ସୁଦ୍ଧା ଏହି…

୭ରୁ ଓଡ଼ିଶା-ଜାପାନ ପର୍ବ: ଜାଣନ୍ତୁ ଏହାର ଉଦେଶ୍ୟ

ପୁରୀ,୬ା୨(ଅଜିତ୍‌ କୁମାର ମହାନ୍ତି): ଚଳିତ ମାସ ୭ ଏବଂ ୮ ତାରିଖ ସନ୍ଧ୍ୟାରେ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍‌ ସେଣ୍ଟର ପକ୍ଷରୁ ସ୍ଥାନୀୟ ତାଳବଣିଆ ପଡ଼ିଆରେ ଓଡ଼ିଶା-ଜାପାନ ପର୍ବ ଆୟୋଜନ ହେବ। ଏ ନେଇ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍‌ ସେଣ୍ଟରର ସଭାପତି ଶ୍ରୀମନ୍ତ କୁମାର ଦାଶ…

ବୁଧବାର ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ,୨୭।୧: ବୁଧବାର ପବିତ୍ର ମାଘ ଶୁକ୍ଲ ଦଶମୀ ତିଥି। ମାଘ ଶୁକ୍ଲ ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପକ୍ଷରୁ ବିଧିବ୍ୟବସ୍ଥା ଗ୍ରହଣ କରାଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବୁଧବାର…

ଶ୍ରୀମନ୍ଦିରକୁ ବୋମା ଧମକ: ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ପରେ…

ପୁରୀ,୨୨।୧: ଶ୍ରୀମନ୍ଦିରକୁ ବୋମା ଧମକ। ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ ମାମଲାରେ ଜଣକୁ ପୋଲିସ ଅଟକ ରଖିଛି । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ଏମ୍‌ପି ଶୁଭାଶିଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?