Tag Archives: Puri

ମହାପ୍ରଭୁଙ୍କୁ ଲାଗିହେଲା ଓଷୁଅ, ସୁସ୍ଥ ଅନୁଭବ କରିବେ… 

ପୁରୀ,୨୮ା୬(ଅଜିତ୍‌ କୁମାର ମହାନ୍ତି)-ଦାରୁବିଗ୍ରହ ସ୍ନାନପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ଗତ ୬ଦିନ ହେଲା ଅଣସର ପିଣ୍ଡିରେ ବିଶ୍ରାମ କରୁଥିବାବେଳେ ଦଇତାପତି ସେବକମାନେ ତାଙ୍କର ଗୁପ୍ତ ସେବା କରୁଛନ୍ତି। ଅନବସରର ଷଷ୍ଠ ଦିବସରେ ଶୁକ୍ରବାର ଶ୍ରୀବିଗ୍ରହମାନଙ୍କୁ…

ଆରମ୍ଭ ହେଲା ଶ୍ରୀମନ୍ଦିର ପରିଚାଳନା ବୈଠକ

ଭୁବନେଶ଼୍ବର, ୧୯।୬: ପୁରୀର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଆରମ୍ଭ ହୋଇଛି । ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ଚାଲିଛି । ଏଥିରେ ଶ୍ରମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କ ସମେତ…

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ ସହିତ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୁରୀ ପଠାଇଛନ୍ତି। ଅପରପକ୍ଷେ…

ଓଲଟିଲା ପିକଅପ୍‌: ୨ ମୃତ, ୧୪ ଆହତ

କୋଣାର୍କ, ୧୪।୬: ପହିଲି ରଜରେ ପୁରୀରୁ ଆସିଛି ଭୟଙ୍କର ଦୁର୍ଘଟଣାର ଖବର। କାକଟପୁର-ନୟାହାଟ ରାସ୍ତାର ଜଗନ୍ନାଥପୁର ନିକଟରେ ଏକ ପିକଅପ୍‌ ଓଲଟାଇବାରୁ ୨ ମୃତ୍ୟୁ ବାରଣ କରିଥିବା ବେଳେ, ୧୪ ଆହତ ହୋଇଛନ୍ତି।୧୪ ଆହତଙ୍କ ମଧ୍ୟରୁ ୮ ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର…

ଶ୍ରୀମନ୍ଦିର ଚାରିଦ୍ୱାରର ରହିଛି ନିଜସ୍ୱ ବିଶେଷତା, ଜାଣନ୍ତୁ…

ପୁରୀ, ୧୩।୬: ଦୀର୍ଘ ସମୟ ପରେ ଭକ୍ତ ମାନଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯାଇଛି। କରୋନା ସମୟରୁ ସରକାରଙ୍କ ଦ୍ୱାରା ଚାରିଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଥିଲା। ତେବେ କରୋନା ପରେ ପରେ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ…

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ପୁରୀ,୧୩: ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ ଦ୍ୱାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡ଼ା ଏବଂ ନୂତନ ମନ୍ତ୍ରିପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଏହି ଦ୍ୱାରଗୁଡ଼ିକୁ ଖୋଲାଯାଇଛି। ଫଳରେ ଗୁରୁବାର ବିନା…

ଶ୍ରୀମନ୍ଦିରରେ ପୁଣି ଲାଗିଲା ଲାଇଟ୍, ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟଶାସନ ସଚିବ

ପୁରୀ,୮।୬: ପୁଣି ଚମକିବ ଶ୍ରୀମନ୍ଦିର, ମୁଖ୍ୟ ସଚିବଙ୍କ ହସ୍ତକ୍ଷେପ ପରେ ଲାଗିଲା ଲାଇଟ୍। ଶ୍ରୀମନ୍ଦିରରୁ ଲାଇଟ ଖୋଲି ନେଇଯିବା ଘଟଣା ସାରା ରାଜ୍ୟରେ ଚହଳ ସୃଷ୍ଟି କରିଥିଲା। ଶନିବାର ନିଜେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ହସ୍ତକ୍ଷେପ ପରେ ସ୍ଥିତି…

ଅନ୍ଧାରରେ ଶ୍ରୀମନ୍ଦିର, ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ପୁରୀ,୮।୬: ରାଜ୍ୟରେ ସରକାର ପରିବର୍ତନ ହେବା ପରେ ଅନ୍ଧାର ହୋଇଯାଇଛି ପୁରୀ ଶ୍ରୀମନ୍ଦିର। ଯାହାକୁ ନେଇ ସାରା ରାଜ୍ୟରେ ଏବେ ଚର୍ଚ୍ଚା ସୃଷ୍ଟି ହୋଇଛି। ତେବେ ପୂର୍ବରୁ ଆଲୋକୀକରଣ ପାଇଁ ନିୟୋଜିତ ଥିବା ଠିକା ସଂସ୍ଥା ଲାଇଟ ଖୋଲି ନେଇଥିଲା ବେଳେ…

ପୁରୀ ବାଣ ବିସ୍ଫୋରଣ: ମୃତ୍ୟୁସଂଖ୍ୟା ୧୪କୁ ବୃଦ୍ଧି

କଟକ, ୩।୬(ଶିଳ୍ପା ପ୍ରିୟଦର୍ଶିନୀ/ଅଜିତ୍‌ କୁମାର ମହାନ୍ତି): ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୪ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଫଳରେ ଏହି ଘଟଣାରେ ମୃତକଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ତେବେ ରବିବାର ସନ୍ଧ୍ୟା…

ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଭଉଁରି ନୀତି

ପବିତ୍ର ଅକ୍ଷୟତୃତୀୟାଠାରୁ ଆରମ୍ଭ ହୋଇଥିବା ମହାପ୍ରଭୁଙ୍କ ବାହାର ଚନ୍ଦନଯାତ୍ରାର ବିଂଶତମ ଦିବସକୁ ଭଉଁରି କୁହାଯାଏ। ମାନବୀୟ ଲୀଳାଖେଳା କରୁଥିବା ମହାପ୍ରଭୁ ସାଧାରଣ ମଣିଷ ପରି ପ୍ରଚଣ୍ଡ ରୌଦ୍ରତାପରୁ ରକ୍ଷା ପାଇବା ପାଇଁ ନରେନ୍ଦ୍ର ପୁଷ୍କରିଣୀରେ ନୌକାବିହାର କରିଥାନ୍ତି। ୨୧ଦିନିଆ ବାହାର ଚନ୍ଦନଯାତ୍ରାର…

ଦେଢ଼ ଘଣ୍ଟା ଧାଡ଼ିରେ ଛିଡ଼ା ହୋଇ ଭୋଟ ଦେଲେ ସମ୍ବିତ ପାତ୍ର, କହିଲେ ‘ପ୍ରଥମେ ମତଦାନ, ପରେ ଜଳପାନ’

ପୁରୀ,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟିଂ ଅନୁଷ୍ଠିତ ହେଉଛି। ରାଜ୍ୟର ୬ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ଲାଗି ଭୋଟ ଗ୍ରହଣ କରାଯାଉଛି। ଏହି କ୍ରମରେ ପୁରୀର ୭୭ନଂ ବୁଥ୍‌ରେ ନିଜର ମତ…

Video: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଖନ୍ତୁ ଭିଡିଓ

ପୁରୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ବାଇଶି ପାହାଚ ଦେଇ ମନ୍ଦିର ଭିତରକୁ ଯାଇଥିଲେ । ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ବିମଳା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri