ଶ୍ରୀମନ୍ଦିରରେ ମୋଦି
ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ ତାଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଓ ବିଜେପିର ପୁରୀ ଲୋକସଭା…
ପୁରୀରେ ରୋଡ ଶୋ’ ପୂର୍ବରୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ପ୍ରଧାନମନ୍ତ୍ରୀ ମୋଦି
ପୁରୀ,୧୯।୫: ରବିବାର ତୃତୀୟ ଥର ପାଇଁ ପ୍ରଚାରରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ। ଶ୍ରୀଜିଉଙ୍କ ଦର୍ଶନ ସହ ଶ୍ରୀକ୍ଷେତ୍ରରେ ରୋଡ୍ ସୋ କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ସକାଳେ ମୋଦି ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସକାଳ…
ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ
ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ଏକ ନିଆରା ଢଙ୍ଗରେ ପୁରୀ ଯାଇ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସକାଳ…
ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି
ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି। ନାମାଙ୍କନ କରିବାକୁ ଯାଇଥିଲା ବେଳେ ୨ ନେତା ଓ ସମର୍ଥକ ହାତାହାତି ହୋଇଥିଲେ। ପରସ୍ପରଙ୍କ…
ପୁରୀ ଲୋକ ସଭା ଆସନ ପାଇଁ ଜୟ ନାରାୟଣ ପଟ୍ଟନାୟକଙ୍କୁ ପ୍ରାର୍ଥୀ କଲା କଂଗ୍ରେସ
ଭୁବନେଶ୍ୱର,୪ା୫: କଂଗ୍ରେସ ଜୟ ନାରାୟଣ ପଟ୍ଟନାୟକଙ୍କୁ ପୁରୀ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି। ଏହାପୂର୍ବରୁ ପାର୍ଟି ପାଣ୍ଠି ନ ମିଳିବାରୁ ହେତୁ ସୁଚରିତା ମହାନ୍ତି ଟିକେଟ ଫେରସ୍ତ କରିଥିଲେ। ସେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)କୁ ସୁଚରିତା ଚିଠି…
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ
ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ ଅସନ ଥିବା ବେଳେ ୪୦ ଫୁଟିଆ ଧଉରା କାଠ ରହିଛି। ନୟାଗଡ଼ ମହୀପୁର ଜଙ୍ଗଲରୁ…
ମହାପ୍ରଭୁଙ୍କ ଆଶୀର୍ବାଦ ନେବାକୁ ଶ୍ରୀମନ୍ଦିରରେ ଉପାସନା
ପୁରୀ,୩।୪(ଅଜିତ୍ ମହାନ୍ତି): ବହୁ ଚର୍ଚ୍ଚିତ ପୁରୀର ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରୁ ଭାଜପା ପ୍ରାର୍ଥୀ ହୋଇଛନ୍ତି ସ୍ବର୍ଗତ ଲୁଲୁ ମହାପାତ୍ରଙ୍କ ଝିଅ ଉପାସନା ମହାପାତ୍ର । ତେବେ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇବା ପୁର୍ବରୁ ଉପାସନା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ନିଜକୁ ସମର୍ପି ଦେଇଛନ୍ତି। ବୁଧବାର…
ନୃଶଂସ ଭାବେ ବେକ କାଟି ହତ୍ୟା କରି ଫିଙ୍ଗିଦେଲେ, ରକ୍ତ ଜୁଡୁବୁଡ଼ୁ ମୃତଦେହ ଜବତ କଲା ପୁରୀ ପୋଲିସ
ପୁରୀ,୩।୪(ଅଜିତ୍ ମହାନ୍ତି): ପୁରୀ ସମୁଦ୍ରକୂଳ ଥାନା ଅଞ୍ଚଳରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଚକ୍ରତୀର୍ଥ ରୋଡ ସମୁଦ୍ର କୂଳ ଥାନା ଅନ୍ତର୍ଗତ ନାରାୟଣ ପ୍ୟାଲେସ ଗ୍ରାମ୍ୟ ବ୍ୟାଙ୍କ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜବତ କରାଯାଇଛି। ମୃତ…
ବିଜେଡିରେ ଯୋଗଦେଲେ ଇରାନୀ ରାୟ; ଅରୁଣଙ୍କ ରାସ୍ତା ସଫା, ସମ୍ବିତଙ୍କ ପାଇଁ ସମସ୍ୟା
ଭୁବନେଶ୍ୱର,୨୪।୩: ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶତାଧିକ କର୍ମୀଙ୍କ ସହିତ ଆସି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଛନ୍ତି। ଇରାନୀ ବିଜେଡିରେ ଯୋଗ ଦେବା ପରେ ନୟାଗଡ଼ ରାଜନୀତିରେ ବଡ଼…
ସତ୍ୟବାଦୀରୁ ଲଢ଼ିବେ ସଞ୍ଜୟ, ବ୍ରହ୍ମଗିରିରୁ ଉମା ଉମାକାନ୍ତ ସାମନ୍ତରାୟ: ପୁରୀ ବିଜେଡି ସଭାପତି
ପୁରୀ,୨୩।୩: ଆସନ୍ତା ଲୋକସଭା ତଥା ବିଧାନସଭା ନିର୍ବାଚନରେ ଆଶାୟୀ ପ୍ରାର୍ଥୀ ଚୟନ କରିବାକୁ ବିଜୁ ଜନତା ଦଳ (ବିଜେଡି) ର ପକ୍ଷରୁ ପ୍ରାର୍ଥୀ ଚୟନ କରିବା ଆରମ୍ଭ ହୋଇଯାଇଛି। ଏହି ପ୍ରକ୍ରିୟାରେ ପୁରୀ ଜିଲା ସଭାପତି ଦିବାକର ପାତ୍ର ଶନିବାର ସତ୍ୟବାଦୀ…
ବିଜେଡି ନେତାଙ୍କ ଶ୍ରୀଜଗନ୍ନାଥ ଦର୍ଶନ
ପୁରୀ,,୨୨।୩(ଅଜିତ୍ ମହାନ୍ତି) କିଛି ଦିନ ତଳେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ସଂସଦୀୟ ଦଳର ନେତାଙ୍କ ସହ ଆଲୋଚନା କରିଥିଲେ। ଏପରି କି ଏହି କ୍ଷେତ୍ର ପାଇଁ ଦଳର ପ୍ରାର୍ଥୀ ଚୟନ ହୋଇଥିବା କୁହାଯାଇଥିଲା। ପରେ ବ୍ରହ୍ମଗିରି…
ଶ୍ରୀମନ୍ଦିରରେ ଦୁଇ ସେବାୟତ ହାତାହାତି
ପୁରୀ, ୧୩ା୩(ଅଜିତ୍ ମହାନ୍ତି)- ଶ୍ରୀମନ୍ଦିରରେ ବୁଧବାର ସକାଳେ ଦୁଇଜଣ ସେବାୟତ ପାଳିକୁ ନେଇ ହାତାହାତି ହୋଇଛନ୍ତି। ଶ୍ରୀମନ୍ଦିର ପରିସରସ୍ଥ ବିମଳାଙ୍କ ମନ୍ଦିର ନିକଟରେ ଏହି ଘଟଣା ଘଟିଛି। ଏହାକୁ ନେଇ ଭକ୍ତମାନେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସୂଚନା ଅନୁଯାୟୀ, ପାଳି ଖଟିବାକୁ…
Archives


