ପୁରୀରେ ବଡ଼ ଅଘଟଣ: ଜଣାପଡିଲା ବଡ଼ କାରଣ ପୁରୀ, ୨୯।୬: ସକାଳୁ ସକାଳୁ ପୁରୀରେ ଘଟିଛି ବଡ଼ ଅଘଟଣ। ଶରଧାବାଲିରେ ଚାଲିଗଲା ୩ ଭକ୍ତଙ୍କ ଜୀବନ। କାଳିକା ଦର୍ଶନ କରିବାକୁ ଆସି ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ହୋଇଛି। ୩ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି।...