ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ଗୋଡ, ହାତ ଫୁଲିବା ସହ…