ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ
ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବଳରାମ ଗୌଡ (୩୫) । ସୂଚନା ଅନୁସାରେ, ବଳରାମ ତାଙ୍କର ଘର…
ପୁରୁଷୋତ୍ତମପୁର ସମବାୟ ସମିତିଲିଃ ପରିବାର ସଦସ୍ଯଙ୍କ ନାମରେ ସମ୍ପାଦକ ରୁଣ ନେବା ଘଟଣା, ଡିଆରସିସିଙ୍କ ତଦନ୍ତ
ପୁରୁଷୋତ୍ତମପୁର,୧୩।୮(ସବିତା ମିଶ୍ର): ରୁଣଭାର ଯୋଗୁ ଚାଷୀ ଆତ୍ମହତ୍ଯା ଭଳି ଘଟଣା ରାଜ୍ଯକୁ ଦୋହଲାଇ ଦେଉଥିବା ସହ ସରକାରଙ୍କୁ ଚିନ୍ତାରେ ପକାଉଛି । ଏହାକୁ ନେଇ ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶଲାଗି ଯୋଜନା ପରେ ଯୋଜନା କରିବାସହ…
ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ
ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ ଠାକୁରାଣୀ ନିଜ ନିଜର ମୁଖ୍ଯ ମନ୍ଦିରକୁ ପ୍ରତ୍ଯାବର୍ତ୍ତନ କରିଛନ୍ତି | ଚାଙ୍ଗୁଡିଆପଦରସାହି ଅସ୍ଥାୟୀ…
ବାଣନଇରେ ପିଇବାକୁ ନାହିଁ ପାଣି; ରାସ୍ତାରୋକୋ କହିଲେ ମହିଳା, ବୋରୱେଲ ଖୋଳିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ
ପୁରୁଷୋତ୍ତମପୁର,୯।୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଗ୍ରାମ୍ଯ ଜଳଯୋଗାଣ ବିଭାଗୀୟ ଅଧିକାରୀଙ୍କ ଖେଳ ଲୋକଙ୍କ ପାଇଁ କାଳ ସାଜିଛି । ଫଳରେ ବଡଖରିଡା ପଞ୍ଚାୟତର ବାଣନଇରେ ପାଣିଟୋପାଏ ପିଇବା ପାଇଁ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଗୁହାରୀ…
ଶୌଚ ପାଇଁ ଯାଇଥିବା ବେଳେ ଅରଖପୁରରେ ଯୁବକଙ୍କୁ ଗୁଳିମାଡ, ଗ୍ରାମବାସୀଙ୍କ ନିକଟରେ ନାହିଁ…
ପୁରୁଷୋତ୍ତମପୁର,୨।୩(ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁଳିମାଡ଼ । ସୋମବାର ସକାଳେ ଜଣେ ଯୁବକଙ୍କୁ ଗୁଳିମାଡ଼ କରାଯାଇଛି । ଯୁବକଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ସେ ଆହତ ହୋଇ ହସ୍ପିଟାଲେ ଚିକିତ୍ସିତ ହେଉଛନ୍ତି…
ଅଭିଯୋଗ ଶୁଣାଣି, ଗୋପାଳବନ୍ଧରେ ଫୁଡକୋର୍ଟ ନିର୍ମାଣ ବନ୍ଦ କରି ସୌନ୍ଦର୍ଯ୍ଯକରଣ ପାଇଁ ଦାବି
ପୁରୁଷୋତ୍ତମପୁର,୨୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକ ଗଞ୍ଜାମଙ୍କ ଯୁଗ୍ମ ଶୁଣାଣୀ ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ଯାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲାପାଳ ପ୍ରମୋଦକୁମାର ପ୍ରୁଷ୍ଟି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରଶାନ୍ତକୁମାର ଦାଶ, ଅତିରିକ୍ତ…
Archives


