Tag Archives: purushottampur news

ଶିଶୁ ନିର୍ଯାତନା ନେଇ ସଚେତନ କାର୍ଯ୍ୟକ୍ରମ, ସୁରକ୍ଷିତ ଶୈଶବ….

ପୁରୁଷୋତ୍ତମପୁର,୧୮।୫( ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସୋମବାର ହିନ୍ଦି ପ୍ରଚାସଭା ପରିଷରରେ ସୁରକ୍ଷିତ ଶୈଶବ, ସୁରକ୍ଷିତ ଭବିଷ୍ୟତ ସମ୍ପର୍କରେ ସଚେତନ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଆଇନସେବା…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍ ସିଲିଣ୍ଡରଟି ବିଷ୍ପୋରଣ ହୋଇ ଘରରଟିଣ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍ ସିଲିଣ୍ଡରଟି ବିସ୍ପୋରଣ ହୋଇ ନିଆଁ ଲାଗିଯାଇଥିଲା । ତେବେ ବିସ୍ଫୋରଣ ସମୟରରେ ଘରର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ ସଦସ୍ଯ ଅରୁଣକୁମାର ପଣ୍ଡାଙ୍କ ସଂଯୋଜନାରେ ସୋମବାର ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ ବୁଧବାର ତାରାତାରିଣୀରୋ ହୋଇଥିଲା । ଏଥିରେ ମୁଖ୍ୟକରି ବ୍ରହ୍ମପୁର ବସଷ୍ଟାଣ୍ଡ ଗତମାସ ୬…

ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ, ୮ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ପୁରୁଷୋତ୍ତମପୁର,୯ା୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ସୋମବାର ଶେଷହୋଇଛି । ସମସ୍ତ ପ୍ରାର୍ଥୀମାନେ ନିଜନିଜର ପ୍ରସ୍ତାବକ ଓ ସମର୍ଥକଙ୍କ ଗହଣରେ ଆସି ନିର୍ବାଚନ ଅଧିକାରୀ ପ୍ରମୋଦକୁମାର ବେହେରାଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ…

ମା’ ତାରାତାରିଣୀଙ୍କ ଦର୍ଶନ କଲେ ମୁଖ୍ଯମନ୍ତ୍ରୀ, ଅଧଘଣ୍ଟା ପୂଜା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା କଲେ

ପୁରୁଷୋତ୍ତମପୁର,୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ଅପରାହ୍ନ ୧୨ଟା ସମୟରେ ପହଞ୍ଚି ମା’ଙ୍କ ଦର୍ଶନ କରିବା ସହ ଅଧଘଣ୍ଟାଏ ଧରି ପୂଜାର୍ଚ୍ଚନା କରିଥିଲେ ମୁଖ୍ୟମନ୍ତ୍ରୀ ।…

ଗୋପାଳପୁର ମହୋତ୍ସବ ପାଇଁ ମା’ ତାରାତାରିଣୀଙ୍କୁ ନିମନ୍ତ୍ରଣ, ପ୍ରଥମଥର ପାଇଁ…

ପୁରୁଷୋତ୍ତମପୁର,୨୫/୧(ସବିତା ମିଶ୍ର): ଗୋପାଳପୁର ମହୋତ୍ସବକୁ ଆଉ ମାତ୍ର ଦୁଇ ଦିନ ବାକି ରହିଛି । ଗଞ୍ଜାମ ଜିଲାର ଗୋପାଳପୁର ଠାରେ ହେବାକୁଥିବା ବେଳାଭୂମି ମହୋତ୍ସବ ଲାଗି ପ୍ରଶାସନ ପକ୍ଷରୁ ପ୍ରଥମେ ଗଞ୍ଜାମର ଇଷ୍ଟଦେବୀ ମା ତାରାତାରିଣୀଙ୍କୁ ନିମନ୍ତ୍ରଣ କରାଯାଇଛି । ରବିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri