ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ ସାଉଣ୍ଡ କିମ୍ବା ଡିଜେ ବଜାଯାଇପାରିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି। ନିୟମ ଉଲ୍ଲଂଘନ…