ପୁରୁଷୋତ୍ତମପୁର ତହସିଲଦାର ଭାବେ ଦାୟିତ୍ୱ ନେଲେ ବିନୋଦ ବେହେରା, କହିଲେ ରାଜସ୍ବ ସମମ୍ବନ୍ଧୀୟ ସେବା ଯେମିତି… ପୁରୁଷୋତ୍ତମପୁର,୩୦ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବେ ବିନୋଦ କୁମାର ବେହେରା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ଭୁବନେଶ୍ବର ମହାନଗର ନିଗମର ଡେପୁଟି କମିଶନର ଭାବେ କାର୍ଯ୍ୟ କରୁଥିଲେ। ଏଠାରେ ଥିବା ତହସିଲଦାର...