Tag Archives: Purusottampur NAC

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ ଚତୁଃପାଶର୍‌ବରେ ରହିଥିବା ସରକାରୀ ଜମିକୁ କିଛି ବ୍ୟକ୍ତି ବେଆଇନ ଭାବରେ ଜବରଦଖଲ କରି ରଖିଥିବାରୁ…

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କହିଲେ ସହରର ବିକାଶ ଲାଗି…

ପୁରୁଷୋତ୍ତମପୁର,୧୩ା୧୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ବୁଧବାର ସନ୍ଧ୍ୟାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ତୁଲାଇବେ। କାର୍ଯ୍ୟନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠିନଂ ୨୨୧ ରେ ମ୍ୟୁନିସିପାଲିଟି ଆଇନର…

ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ଦାୟିତ୍ୱ ନେବେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ଅଧ୍ୟକ୍ଷାଙ୍କ…

ପୁରୁଷୋତ୍ତମପୁର,୧୩ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଦାୟିତ୍ୱ ନେବେ ବୋଲି ଜଣାପଡ଼ିଛି। ଏଥିନେଇ ନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠି ନଂ ୨୨୧ରେ ମ୍ୟୁନିସିପାଲିଟି ଆଇନର ଧାରା ୮୯ (ଏ)ପ୍ରକାରେ ଉପାଧ୍ୟକ୍ଷଙ୍କୁ…

ଆସ୍ଥା ଭୋଟ୍‌ରେ ହାରିଗଲେ ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଧୂଳିସାତ୍‌ ହେଲା…

ପୁରୁଷୋତ୍ତମପୁର,୧୨ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଗୁରବାର ଆସ୍ଥା ଭୋଟ୍‌ ହୋଇଥିବା ବେଳେ ଏଥିରେ ସେ ପରାସ୍ତ ହୋଇଛନ୍ତି। ଯାହାଦ୍ବାରା ସେ ପଦ ହରାଇ ଗାଦିଚ୍ୟୁତ ହେବାର ସ୍ପଷ୍ଟ…

୧୨ ରେ ଆସ୍ଥା ଭୋଟର ସମ୍ମୁଖିନ ହେବେ ପୁରୁଷୋତ୍ତମପୁର ଏନଏସି ଅଧ୍ୟକ୍ଷା

ପୁରୁଷୋତ୍ତମପୁର,୫।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିରେ ରାଜନୈତିକ ଉଷ୍ନତା ଦିନକୁଦିନ ତିବ୍ରତର ହେବାରେ ଲାଗିଛି। ଅଧ୍ୟକ୍ଷା ପ୍ରିୟଙ୍କା ଗୌଡଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି ଉପାଧ୍ୟକ୍ଷ କ୍ରୁଷ୍ଣଚନ୍ଦ୍ର ପଣ୍ଡାଙ୍କ ସମେତ ୯ ଜଣ କାଉନସିଲର ସୋମବାର ଜିଲାପାଳ ଦିବ୍ଯଜ୍ଯୋତି ପରିଡାଙ୍କ…

ପୁରୁଷୋତ୍ତମପୁର ଏନ୍‌ଏସିରେ ଅନାସ୍ଥା ଲାଗି ଉପାଧ୍ୟକ୍ଷଙ୍କ ସମେତ ୮ କାଉନସିଲର ଜିଲାପାଳଙ୍କ ଦ୍ୱାରସ୍ଥ

ପୁରୁଷୋତ୍ତମପୁର,୨ା୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ଏକ ପ୍ରକାରର ରାଜନୈତିକ ଉଷ୍ମତା ଆରମ୍ଭ ହୋଇଛି। ଯାହାକି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼ଙ୍କୁ ଗାଦିଚ୍ୟୁତ ଲାଗି ଅନାସ୍ଥା ପ୍ରସ୍ତାବ ନେଇ ସୋମବାର ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡାଙ୍କ ସମେତ ଓ ୮ ଜଣ କାଉନସିଲର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri