କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା SI, ଏମିତି ଚରମ ପଦକ୍ଷେପକୁ ନେଇ…
ପୁରୁଷୋତ୍ତମପୁର,୨୧ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପରିସରରେ ଚାଞ୍ଚଲ୍ୟ। ଥାନା କ୍ୱାର୍ଟର୍ସରୁ ଜଣେ ମହିଳା ସବ୍ଇନ୍ସପେକ୍ଟରଙ୍କ ମୃତଦେହ ମିଳିବା ପରେ ପୋଲିସ ମହଲରେ ଆଲୋଡ଼ନ ସୃଷ୍ଟି ହୋଇଛି। ମୃତ ମହିଳା ଅଧିକାରୀ ହେଉଛନ୍ତି ୨୦୨୪ ବ୍ୟାଚ୍ର ସବ୍ଇନ୍ସପେକ୍ଟର ପ୍ରଭାସିନୀ ସାହୁ।…

