Tag Archives: Purusottampur

ବନ୍ୟା ପରବର୍ତ୍ତୀ ଦୁର୍ଦ୍ଦଶା ନେଲା ବୃଦ୍ଧଙ୍କ ଜୀବନ, କାଦୁଅରେ ଗୋଡ଼ ଖସି…

ପୁରୁଷୋତ୍ତମପୁର,୬ା୧୧(ସବିତା ମିଶ୍ର): ବନ୍ୟାର ବିଭୀଷିକା ଥମିବା ପରେ ବି ଲୋକଙ୍କ ପିଛା ଛାଡ଼ୁନି ଦୁର୍ଦ୍ଦଶା। ବନ୍ୟାଜଳ ଛାଡ଼ିଯାଇଥିବା କାଦୁଅ ଏବେ ଜୀବନ ପାଇଁ ବିପଦ ସାଜିଛି। ଏଭଳି ଏକ ଦୁଃଖଦ ଘଟଣାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଆଛୁଲି ଗ୍ରାମରେ…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌। ହେଲେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ପୀଡ଼ିତଙ୍କ ଦୁଃଖ…

ବନ୍ୟାଞ୍ଚଳ ସ୍ଥିତି ପରଖିଲେ ଜଳସମ୍ପଦ ପ୍ରମୁଖ ସଚିବ, ବିପର୍ଯ୍ୟସ୍ତର ବାସ୍ତବ ଚିତ୍ର ଦେଖି…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ପ୍ରଳୟଙ୍କରୀ ବନ୍ୟା ଆସି କୂଳ ଲଂଘନ ସହ ବନ୍ଧ ଭାଙ୍ଗିଯିବା ଫଳରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ବନ୍ୟା ବିପର୍ଯ୍ୟୟର ବାସ୍ତବ ସ୍ଥିତି ଅନୁଧ୍ୟାନ କରିବାକୁ…

ବିପନ୍ନଙ୍କ ନିକଟରେ ପହଞ୍ଚିନି ପ୍ରଶାସନ, ଭୋକ ଉପାସରେ ଛଟପଟ ହୋଇ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ

ପୁରୁଷୋତ୍ତମପୁର,୩୦ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଋଷିକୂଲ୍ୟା ନଦୀରେ ଭୟଙ୍କର ବନ୍ୟାରେ କୂଳ ଲଂଘି ଗାଁଠୁ ସହର ସବୁଠି ପଶିଛି ବନ୍ୟାଜଳ। ଭାଙ୍ଗିଛି ଘରଦ୍ୱାର, ଉଜାଡ଼ିଛି ଜୀବନଜୀବିକା। ହେଲେ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ଏବେ ଦ୍ୱିଗୁଣିତ ହୋଇଛି।…

ଅର୍ଣ୍ଣବ ପ୍ରଭାବ: ଗାଁରେ ପଶିଲା ପାଣି, ଯୋଗାଯୋଗ ବିଚ୍ଛିନ୍ନ

ପୁରୁଷୋତ୍ତମପୁର,୨୯ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ ଅଞ୍ଚଳରେ ଲଗାଣ ବର୍ଷା ଜନଜୀବନକୁ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ କରିଦେଇଛି। ଗତ ୩ ଦିନ ହେବ କ୍ରମାଗତ ଭାବେ ଲାଗିରହିଥିବା ପ୍ରବଳ ବର୍ଷା ଫଳରେ ଅଞ୍ଚଳର ନଦୀନାଳ ଫୁଲିଉଠିଛି ଏବଂ ବହୁ ଅଞ୍ଚଳରେ ବନ୍ୟାଜଳ…

ପୁରୁଷୋତ୍ତମପୁରରେ ବାତ୍ୟାର ପ୍ରଭାବ: ଲଗାଣ ବର୍ଷା ସହ ପବନ, ଫସଲ ନଷ୍ଟ ଚିନ୍ତାରେ ଚାଷୀ

ପୁରୁଷୋତ୍ତମପୁର,୨୮ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇ ଦିନ ହେଲା ବର୍ଷା ଲାଗି ରହିଛି। ଏଠାରେ ୮୮.୦ ମିଲିମିଟର ବର୍ଷା ହୋଇଥିବାବେଳେ ପବନର ବେଗ ଘଣ୍ଟାପ୍ରତି ୨.୧୫୪ କିଲୋମିଟର ରହିଛି। କେଏନ୍‌ପୁର ପଞ୍ଚାୟତ ପକ୍ଷରୁ ଲୋକଙ୍କୁ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ କୁମାର ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପୁରୁଷୋତ୍ତମପୁର ଥାନା ଆଇଆଇସି…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ ଧରିବାରେ ପୋଲିସ ସକ୍ଷମ ହୋଇଛି। ଏହାସହ ସେମାନଙ୍କ ନିକଟରୁ ଗୋଟିିଏ ବନ୍ଧୁକ, ଦୁଇଟି…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ ବର୍ଷା ଯାତ୍ରାକୁ ଫିକା ପକାଇ ମନ୍ଦିରର ସୌନ୍ଦର୍ଯ୍ୟକୁ ଧୋଇଦେଇଛି। ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ…

କୋର୍ଟ ପରିସରରେ ସବୁଜ ପରିବେଶ ସୃଷ୍ଟି କଲେ ବିଚାରପତି

ପୁରୁଷୋତ୍ତମପୁର,୩ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନ ସେବା କମିଟି ପକ୍ଷରୁ ଶୁକ୍ରବାର ନୂତନ ସିଭିଲ କୋର୍ଟ ପରିସରରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସିନିୟର ସିଭିଲ ଜଜ୍‌ ତଥା ଆଇନ ସେବା କମିଟିର…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଥିଲା। ସେ ନାଇଡୁ ପଲ୍ଲୀ ଗ୍ରାମର…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି ପୋଲିସ ବିଭିନ୍ନ ସ୍ଥାନରେ ଛାନ୍‌ଭିନ୍‌ କରୁଛି। ମାତ୍ର ସେମାନେ କୌଶଳକ୍ରମେ ପୋଲିସକୁ ଚକମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?