”ପ୍ରଥମ ଦେଖାରେ ପ୍ରେମ”, ବିମାନରେ ଦେଖା ହେବା ପରେ ବିବାହ କରିବାକୁ ନେଇଥିଲେ ନିଷ୍ପତ୍ତି ହାଇଦ୍ରାବାଦ: ଭାରତର ଷ୍ଟାର ସଟଲର ପିଭି. ସିନ୍ଧୁ ନିକଟରେ ଭେଙ୍କଟ୍ଟ ଦତ୍ତ ସାଇଙ୍କୁ ବିବାହ କରିଛନ୍ତି। ନିକଟତମ ସମ୍ପର୍କୀୟଙ୍କ ଗହଣରେ ଡିସେମ୍ବର ୨୨ ରେ ସେମାନଙ୍କର ବିବାହ ହୋଇଛି। ସିନ୍ଧୁ ୨୦୧୬ ରିଓ ଅଲିମ୍ପିକ୍ସ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ସିଲଭର…