Putin Family: ହାଇ ସିକ୍ୟୁରିଟି ଖାଦ୍ୟଠାରୁ….ପୁଟିନଙ୍କର ଅଛନ୍ତି କେତେ ଝିଅ, କ’ଣ କରନ୍ତି ସହଧର୍ମିଣୀ? ଜାଣନ୍ତୁ କିଛି ଅଜଣା କଥା ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବର ୪ରେ ଦୁଇ ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ସାରା ବିଶ୍ୱ ତାଙ୍କ ଗସ୍ତ ଉପରେ ନଜର ରଖିଛି। ପୁଟିନ ଖୁବ ହାଇ ସିକ୍ୟୁରିଟି ମଧ୍ୟରେ ଯାତ୍ରା କରନ୍ତି, କିନ୍ତୁ ଅନ୍ୟ...