ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା ଏବଂ ରୁଷିଆ ମଧ୍ୟରେ ଦୃଢ଼ ତ୍ରିପାକ୍ଷିକ ସମ୍ପର୍କ କେବଳ ଆଞ୍ଚଳିକ ନୁହେଁ ବରଂ...