ପୁଟିନ୍ଙ୍କ ଭାରତ ଗସ୍ତ ଅନ୍ତରାଳେ ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଘୋର ଅସନ୍ତୁଷ୍ଟ। ଏଭଳି ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ଭାରତ...