Qatar Emir on India Visit: ଭାରତରେ ପହଞ୍ଚିଲେ କତାରର ଅମିର: କୋଳାଗ୍ରତ କରି ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ମୋଦି ନୂଆଦିଲ୍ଲୀ,୧୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କତାରର ଅମିରଙ୍କୁ ବିମାନବନ୍ଦରରେ କୋଳାଗ୍ରତ କରି ସ୍ବାଗତ କରିଛନ୍ତି। କତାରର ଅମିର ଶେଖ ତମିମ ବିନ ହମାଦ ଅଲଥାନି ଦୁଇ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରକୁ...