ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ ଆମେ ଏକାଧିକ ବାର ଭେଟାଭେଟି ହେଉଥିବାରୁ ସେ ମୋତେ ଭଲ ଭାବରେ ଚିହ୍ନିଥିଲେ।…