କୋରମ ଅଭାବରୁ ଆରମ୍ଭ ହୋଇପାରୁନି ଜିଲାପରିଷଦ ବୈଠକ, ୧୯ ସଭ୍ୟ ଅନୁପସ୍ଥିତ ନୟାଗଡ଼,୧୮ା୭(ଲୋକନାଥ ମିଶ୍ର): କୋରମ ଅଭାବରୁ ଆରମ୍ଭ ହୋଇପାରୁନି ନୟାଗଡ଼ ଦଶମ ଜିଲା ପରିଷଦ ବୈଠକ। ୨୨ ଜିଲା ପରିଷଦ ସଭ୍ୟ ମଧରୁ ୧୯ ସଭ୍ୟ ଅନୁପସ୍ଥିତ ରହିଛନ୍ତି। ସେପଟେ ଜିଲା ପରିଷଦ ସଭ୍ୟ ଜିଲା ପରିଷଦ କାର୍ଯ୍ୟାଳୟଠାରୁ କିଛି ଦୂର...