ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ସପ୍ତାହେ ବାକି ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ଅମଳ ଆରମ୍ଭ ହୋଇଯାଇଛି। ଜିଲାର ଜଳସେଚିତ ଅଞ୍ଚଳରେ ଏହି ପ୍ରକ୍ରିୟା ଜୋର୍ ଧରିଛି। ସେହିପରି ଅଣଜଳସେଚିତ ଅଞ୍ଚଳରେ ମଧ୍ୟ ଚାଷୀମାନେ ଧାନ ଅମଳ ଆରମ୍ଭ କରିଦେଇଛନ୍ତି। ଅନ୍ୟପଟେ ଜିଲାରେ ରବି ଧାନ...