ନୂଆପଡ଼ା ଉପନିର୍ବାଚନକୁ ନବୀନଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ: ବିଜେଡି ସୁପ୍ରିମୋ ଛିଡ଼ା ହେଲେ ବି … ଭୁବନେଶ୍ୱର,୧୧।୧୦ ନୂଆପଡ଼ା ଉପ-ନିର୍ବାଚନକୁ ନେଇ ରାଜନୀତି ସରଗରମ। ଜୟ ଢୋଲକିଆ ଭାଜପାରେ ମିଶିବା ଚର୍ଚ୍ଚାରେ ଭାଜପା ଏମ୍ପି ରବୀ ନାରାୟଣ ବେହେରା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଜୟଙ୍କୁ ଦଳ ଗ୍ରହଣ କରିବ । ନୂଆପଡ଼ା ଉପନିର୍ବାଚନ ପାଇଁ ଅନେକ ଆଶାୟୀ…