ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ ମନ ମୋହଥିଲା। ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ପଣ୍ଡା ସାହିର ପ୍ରବଚକ କୃଷ୍ଣଚନ୍ଦ୍ର…