ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍, ବଢିଲା ହଲଚଲ ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍ପି ରାଘବ ଚଢା ଭାଜପାରେ ସାମିଲ ହୋଇପାରନ୍ତି ବୋଲି ଆଲୋଚନା ବଢ଼ିବାରେ ଲାଗିଛି। ଏମିତିରେ ଆପ୍ ନେତା…