ଭାଜପାର ପଞ୍ଜାବ ନିର୍ବାଚନ ଇସ୍ତାହାର କମିଟିରେ ରାଘବ, ହରଭଜନ
ଚଣ୍ଡିଗଡ଼,୧୬ା୧୧: ଆସନ୍ତା ବର୍ଷ ପଞ୍ଜାବ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ଭାଜପା ଏହାର ଇସ୍ତାହାର କମିଟିରେ ରାଜ୍ୟ ସଭା ସଦସ୍ୟ ରାଘବ ଚଢ଼ା ଏବଂ ହରଭଜନ ସିଂଙ୍କୁ ନେଇଛି। ରାଘବ ଗତ ଏପ୍ରିଲରେ ଆମ୍ ଆଦ୍ମୀ ପାର୍ଟି ଛାଡ଼ି ଭାଜପାରେ…

