ମେଡିକାଲ କଲେଜରେ ର଼୍ୟାଗିଂ, ହଷ୍ଟେଲକୁ ଫେରୁଥିବା ବେଳେ ଛାତ୍ରଙ୍କୁ ପିଟିଲେ ବ୍ରହ୍ମପୁର,୧୨ା୨(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍କେସିଜି) ମେଡିକାଲ କଲେଜରେ ଗତ ୯ ତାରିଖ ରାତିରେ ଜଣେ ପ୍ରଥମ ବର୍ଷର ଏମ୍ବିବିଏସ୍ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ର ଜଣଙ୍କ ହଷ୍ଟେଲକୁ ଫେରୁଥିବା ବେଳେ ମେଡିକାଲ ପରିସରରେ...