ଦିନିକିଆରେ ସର୍ବାଧିକ ଥର ‘ଶୂନ୍ୟ’ରେ ଆଉଟ ହୋଇଥିବା ୫ ଭାରତୀୟ: ତାଲିକାରେ କେଉଁ ସ୍ଥାନକୁ ଗଲେ ରୋହିତ ଶର୍ମା? ଜାଣନ୍ତୁ
ନୂଆଦିଲ୍ଲୀ, ୪।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଜିତିବା ପାଇଁ ଭାରତକୁ ୧୮୬ ରନର ଲକ୍ଷ୍ୟ ମିଳିଥିଲା, ଯାହାର ପିଛା କରିବାକୁ ଯାଇ ଆରମ୍ଭ ଭଲ ରହିନଥିଲା। ରୋହିତ ଶର୍ମା ନିଜର ଖାତା ମଧ୍ୟ ଖୋଲି ପାରି ନଥିଲେ। ସେ ଭାରତ…

