Tag Archives: Rahul gandhi

ସରକାର ମୋ କଥା ଶୁଣିବା ଉଚିତ୍…ପ୍ରଧାନମନ୍ତ୍ରୀଙ୍କ ଉପରେ ଅସନ୍ତୋଷ ଝାଡିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୨।୩: ଗୁରୁବାର ଦିନ ଲୋକସଭା ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ଗ୍ୟାସ ସିଲିଣ୍ଡରକୁ ନେଇ ପ୍ରତିବାଦ କରିଥିଲେ। ମୁଲତବୀ ପରେ, ବିରୋଧୀ ଏମପିମାନେ ସଂସଦ ପରିସରରେ ସ୍ଲୋଗାନ ଦେଇଥିଲେ। ରାହୁଲ ଗାନ୍ଧୀ ଦେଶର ବର୍ତ୍ତମାନର ଇନ୍ଧନ ସଙ୍କଟ ଉପରେ କହିବା ପାଇଁ…

ଦୀପକଙ୍କୁ ଭେଟିବା ପରେ ରାହୁଲ କହିଲେ ଭୟ କରିବାର ଆବଶ୍ୟକତା ନାହିଁ, ଜାଣନ୍ତୁ କାହିଁକି…

ଡେରାଡୁନ୍‌,୨୩ା୨: ଉତ୍ତରାଖଣ୍ଡର କୋଟଦ୍ୱାରରେ ଜଣେ ମୁସଲମାନ ଦୋକାନୀଙ୍କ ପାଇଁ ଠିଆ ହୋଇ ପ୍ରସିଦ୍ଧି ଲାଭ କରିଥିବା ଜିମ୍‌ ମାଲିକ ଦୀପକ କୁମାର ଦିଲ୍ଲୀରେ କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଭେଟିଥିଲେ। ବୈଠକ ପରେ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ ଧମକ ଦେଇ ଏକ ଭିଡିଓ ଅପଲୋଡ କରିଥିଲେ। ପୋଲିସର ସୂଚନା ଅନୁଯାୟୀ, ଭିଡିଓରେ…

“ଭାରତ ମାତାଙ୍କୁ ବିକ୍ରି କରିବାକୁ ଲାଜ ଲାଗୁନି ?” କେନ୍ଦ୍ରକୁ ରାହୁଲଙ୍କ କଡ଼ା ପ୍ରଶ୍ନ

ନୂଆଦିଲ୍ଲୀ,୧୧।୨: ଆମେରିକା ସହ ସାମ୍ପ୍ରତିକ ବାଣିଜ୍ୟ ଚୁକ୍ତିକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଲୋକସଭାରେ ନିଜର ବକ୍ତବ୍ୟ ରଖି ରାହୁଲ କହିଛନ୍ତି ଯେ, ସରକାର ଦେଶର ସ୍ୱାର୍ଥକୁ ବଳି ଦେଇ ଭାରତକୁ “ବିକ୍ରି” କରିଦେଇଛନ୍ତି। ଆମେରିକୀୟ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ! ବିରୋଧୀ ହେଉଛନ୍ତି ସଜବାଜ

ନୂଆଦିଲ୍ଲୀ,୯।୨: ବିରୋଧୀ ଦଳ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ସୂତ୍ରରୁ ଜଣାପଡିଛି ଯେ, ବିରୋଧୀ ଦଳ ନେତାମାନେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ସେମାନେ କହିଛନ୍ତି ଯେ, ଯଦି ବିରୋଧୀ…

ହେଲୋ…ମୋର ବିଶ୍ୱାସଘାତକ ବନ୍ଧୁ: ସଂସଦ ପରିସରରେ ରାହୁଲ-ରବନୀତ ଝଗଡା

ନୂଆଦିଲ୍ଲୀ,୪।୨: ସଂସଦ ପରିସରରେ ଭାରତୀୟ ଜାତୀୟ କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କେନ୍ଦ୍ରମନ୍ତ୍ରୀ ରବନୀତ ସିଂହ ବିଟ୍ଟୁଙ୍କ ମଧ୍ୟରେ ଏକ ବିତର୍କ ଆରମ୍ଭ ହୋଇଛି। ବୁଧବାର ଭାଜପା ନେତା ରବନୀତ ସିଂହ…

ପ୍ରଧାନମନ୍ତ୍ରୀ ଦେଶକୁ ବିକ୍ରି କରିଦେଇଛନ୍ତି: ରାହୁଲ ଗାନ୍ଧୀଙ୍କ ବିସ୍ଫୋରକ ଅଭିଯୋଗ

ନୂଆଦିଲ୍ଲୀ,୩।୨: ଆମେରିକା ସହ ହୋଇଥିବା ବାଣିଜ୍ୟ ଚୁକ୍ତିକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହାରି ମଧ୍ୟରେ ବିରୋଧୀ ଦଳ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମଙ୍ଗଳବାର ସଂସଦ ବାହାରେ ଗଣମାଧ୍ୟମକୁ ସୂଚନା ଦେଇ ସେ…

ପୂର୍ବତନ ସେନାମୁଖ୍ୟଙ୍କ ଅପ୍ରକାଶିତ ବହିକୁ ନେଇ ଲୋକସଭାରେ ଝଡ଼

ନୂଆଦିଲ୍ଲୀ,୨।୨: ପୂର୍ବତନ ସେନା ମୁଖ୍ୟ ଜେନେରାଲ୍ ଏମ.ଏମ. ନରଭାଣେଙ୍କ ଆତ୍ମଜୀବନୀ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’କୁ ନେଇ ସଂସଦରେ ହଙ୍ଗାମା ଦେଖିବାକୁ ମିଳିଛି। ସୋମବାର ଲୋକସଭାରେ ଶାସକ ଓ ବିରୋଧୀଙ୍କ ମଧ୍ୟରେ ଏହି ପ୍ରସଙ୍ଗରେ ପ୍ରବଳ ହଙ୍ଗାମା ହୋଇଛି। ବିରୋଧୀ ଦଳ…

ଶେଷ ହେବ କି କଂଗ୍ରେସ ସହ ମତଭେଦ? ରାହୁଲ ଗାନ୍ଧୀ-ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ଶଶି ଥରୁର

ନୂଆଦିଲ୍ଲୀ,୨୯।୧: କଂଗ୍ରେସ ଦଳ ସହିତ ଉତ୍ତେଜନାର କଳ୍ପନାଜଳ୍ପନା ମଧ୍ୟରେ, ତିରୁଭାନନ୍ତପୁରମ ଏମପି ଶଶି ଥରୁର ସଂସଦ ଭବନରେ ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଥିଲେ। ଏହି ବୈଠକ ପ୍ରାୟ ଅଧ ଘଣ୍ଟା ଧରି…

ଦୁଇଥର ଅନୁରୋଧ କଲେ ରାଷ୍ଟ୍ରପତି, ଖାତିର କଲେନି ରାହୁଲ ଗାନ୍ଧୀ; ତୀବ୍ର ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୬।୧: ଦୁଇ ଦୁଇଥର ଅନୁରୋଧ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ହେଲେ କର୍ଣ୍ଣପାତ କଲେନି ରାହୁଲ ଗାନ୍ଧୀ। ଆଗରୁ ଅନେକ ଥର ରାହୁଲ ବରିଷ୍ଠ ମାନଙ୍କୁ ହତାଦର କରିବାର ନଜିର ରହିଛି। ଏବେ ସେ ରାଷ୍ଟ୍ରପତିଙ୍କ ଅନୁରୋଧକୁ ମଧ୍ୟ ଖାତିର କରି…

ରାହୁଲ–ପ୍ରିୟଙ୍କା କଳିର ଶିକାର ମୁଁ: ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୨୨ା୧: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଗାନ୍ଧୀ ପରିବାର ଉପରେ ତୀବ୍ର ଆକ୍ରମଣ କରିଛନ୍ତି। ଗଣମାଧ୍ୟମ ସହ ଆଲୋଚନାରେ ସେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ବାଦ୍ରାଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଥିବା ଦାବି କରି ନିଜକୁ ସେହି ବିବାଦର…

‘ରାହୁଲ ଗାନ୍ଧୀଙ୍କ ସହ ନେତୃତ୍ୱ ପରିବର୍ତ୍ତନକୁ ନେଇ କିଛି ଆଲୋଚନା ହୋଇନାହିଁ’, ସଫେଇ ଦେଲେ ଶିବକୁମାର

ବେଙ୍ଗାଲୁରୁ,୧୪।୧: କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ବୁଧବାର ସ୍ପଷ୍ଟ କରିଛନ୍ତି ଯେ ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ସହ ଆଲୋଚନା ସମୟରେ କର୍ନାଟକରେ ନେତୃତ୍ୱ ପରିବର୍ତ୍ତନ ବିଷୟରେ କୌଣସି ଆଲୋଚନା ହୋଇନାହିଁ। ପ୍ରକୃତରେ, ଯେତେବେଳେ ରାହୁଲ ଗାନ୍ଧୀ ମଙ୍ଗଳବାର କର୍ନାଟକ ଗସ୍ତ କରିଥିଲେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri