ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ ଏହାକୁ ତୁରନ୍ତ ମୁଲତବୀ କରାଯାଇଥିଲା। ରାଜ୍ୟ ସଭାରେ ଏକ ବଡ଼ ହଟ୍ଟଗୋଳ ଦେଖିବାକୁ…