Tag Archives: Rahul gandhi

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତା ପୁଲକିତ୍‌ ମଣି ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନକଲ କରିଥିଲେ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ ଶିବମ ଗଣେଶ ସମେତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କ ମଧ୍ୟରୁ ତିନି…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ ତୀବ୍ର ହୋଇଛି । ଲୋକସଭା ବିରୋଧୀ ଦଳ ନେତା ତଥା କଂଗ୍ରେସ ଏମପି…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେବା ଦିଗରେ ଦଳ ଆଗକୁ ବଢ଼ୁଛି । ଏହି ପ୍ରକ୍ରିୟାରେ ଲୋକସଭା…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି । ଏହି ଫଟୋ ସହ ଭାରତୀୟଙ୍କ ଖାଦ୍ୟ ଅଭ୍ୟାସକୁ ନେଇ ସେ ନିଜ…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ ବୈଠକ କରିଛନ୍ତି। ଏହି ବୈଠକର ଫଟୋ ସାମ୍ନାକୁ ଆସିଛି, ଯେଉଁଥିରେ ସେମାନଙ୍କୁ ଆଲୋଚନା…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର ୮) ବମ୍ବେ ହାଇକୋର୍ଟ ମାଜିଷ୍ଟ୍ରେଟ କୋର୍ଟ ପକ୍ଷରୁ ଜାରି ହୋଇଥିବା ସମନକୁ ରଦ୍ଦ…

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା ଥରାହି କଥବର୍ଟ ସୋମବାର ଏହି ଦାବି କରିଛନ୍ତି। ଶାସକ ଦଳ ଏବଂ ଏହାର…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଲେଖିଛନ୍ତି, ଜଣେ ମହିଳା କ’ଣ ପିନ୍ଧନ୍ତି, କ’ଣ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓରେ ଜଣେ ଛାତ୍ରୀ ସେଲ୍‌ଫି ନେବା ପରେ ହଠାତ୍ ରାହୁଲ ଗାନ୍ଧୀଙ୍କ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର ସ୍ରୋତରେ ପହଁରୁଥିବା ତାଙ୍କ ଭିଡିଓକୁ ନେଇ କିଛି ୟୁଜର୍ସ ତାଙ୍କୁ କଂଗ୍ରେସ ନେତା…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ ପର୍ଯ୍ୟାୟରେ ପୁରୁଷ ସମ୍ପର୍କୀୟଙ୍କ ଅଧୀନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରତୀୟ ଜନତା ପାର୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?