ଆରବରେ ଜନ୍ମିତ ହଲୱା କେମିତି ପହଞ୍ଚିଲା ଭାରତ ? ସଂସଦରେ ରାହୁଲ କହିଲେ…
ନୂଆଦିଲ୍ଲୀ, ୩୦।୦୭: ସଂସଦରେ ଜାରି ରହଛି ମୌସୁମୀ ଅଧିବେସନ । ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବଜେଟ୍କୁ ନେଇ ଗତକାଲି ସଂସଦରେ ହାଲ୍ଲା କରିଛନ୍ତି । କେନ୍ଦ୍ରୀୟ ବଜେଟ୍ ପୂର୍ବରୁ ହୋଇଥିବା ହଲୱା ସେରେମନି ସମୟର ଫଟୋ ଦେଖାଇ କହିଥିଲେ…
”ଏକାଦଶ ଶତାଦ୍ଧୀରେ ନୂଆ ଚକ୍ରବ୍ୟୁହରେ ଫସିଛି ଦେଶ”; ଭାଜପାକୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୯ା୭: ଲୋକ ସଭା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ସୋମବାର ଗୃହରେ ଭାଜପାକୁ ଟାର୍ଗେଟ କରିଛନ୍ତି। ସରକାରଙ୍କୁ ବିଭିନ୍ନ ଦିଗରୁ ଘେରିବା ସହିତ ବହୁ ଅଡୁଆ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି ଯେ କରୋନା ସମୟରେ ଆପଣ ଛୋଟ ବ୍ୟବସାୟକୁ…
୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ ଜନତା…
‘ଖାଲି ବଡ଼ ପାଟି କଲେ ମିଛ କେବେ ସତ ହୁଏ ନାହିଁ’
ନୂଆଦିଲ୍ଲୀ,୨୨ା୭: ସୋମବାର ସଂସଦ ଅଧିବେଶନ ଆରମ୍ଭ ହେବା ମାତ୍ରେ ନିଟ୍ ପେପର ଲିକ୍ ପ୍ରସଙ୍ଗରେ ଦଳ ଏବଂ ବିରୋଧୀଙ୍କ ମଧ୍ୟରେ ତୀବ୍ର ବିତର୍କ ଆରମ୍ଭ ହୋଇଥିଲା। କଂଗ୍ରେସ ଏମ୍ପି ତଥା ଲୋକ ସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କହିଛନ୍ତି,…
ରାହୁଲଙ୍କ ଏହି ପ୍ରଶ୍ନ ଶୁଣି ଚିହିଙ୍କି ଉଠିଲେ ଧର୍ମେନ୍ଦ୍ର
ନୂଆଦିଲ୍ଲୀ,୨୨ା୭: ସୋମବାର ଆରମ୍ଭ ହୋଇଛି ଲୋକ ସଭାର ଅଧିବେଶନ। ଆରମ୍ଭରୁ ପାର୍ଲାମେଣ୍ଟରେ ପେପର ଲିକ୍ ପ୍ରସଙ୍ଗ ପୁଣି ଥରେ ଉଠିଛି। କଂଗ୍ରେସ ଏମ୍ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କହିଛନ୍ତି, ପରୀକ୍ଷା ବ୍ୟବସ୍ଥାରେ ଅନେକ ତ୍ରୁଟି…
ରାହୁଲ ଗାନ୍ଧୀଙ୍କୁ ମିଳିବ ଏହି ପୁରସ୍କାର
ନୂଆଦିଲ୍ଲୀ,୨୧ା୭: ରାଏବରେଲିର କଂଗ୍ରେସ ଏମ୍ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଓମେନ ଚାଣ୍ଡିଙ୍କ ସ୍ମୃତିରେ ପ୍ରତିଷ୍ଠିତ ‘ଓମେନ ଚାଣ୍ଡି ପବ୍ଲିକ ସେବା ପୁରସ୍କାର’ ପାଇଁ ମନୋନୀତ ହୋଇଛନ୍ତି। ନେତାଙ୍କ ପ୍ରଥମ…
ଯୋଗୀ ଆଦିତ୍ୟନାଥଙ୍କୁ ଚିଠି ଲେଖିଲେ ରାହୁଲ, କହିଲେ ଆମର…
ନୂଆଦିଲ୍ଲୀ,୭ା୭: କଂଗ୍ରେସ ଏମ୍ପି ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ହାଥରସ୍ ଦୁର୍ଘଟଣା ସମ୍ପର୍କରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଚିଠି ଲେଖିଛନ୍ତି। ରାହୁଲ ପୀଡ଼ିତଙ୍କ ପରିବାରର ସମସ୍ୟାକୁ ଏକ ଚିଠି ମାଧ୍ୟମରେ କହିଛନ୍ତି। ଏହା ବ୍ୟତୀତ…
ରାଜନୈତିକ ଭବିଷ୍ୟତ ଶେଷ ହୋଇଯିବା ଭୟରେ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିଲେନି ମୋଦି: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ, ୬।୭: ରାମମନ୍ଦିର ପ୍ରତିଷ୍ଠା କରି ସମସ୍ତ ହିନ୍ଦୁ ସଂପ୍ରଦାୟ ଭାଜପା ସପକ୍ଷରେ ଥିବା ଅନୁମାନରେ ଅଯୋଧ୍ୟାରୁ ଲୋକ ସଭା ନିର୍ବାଚନ ଲଢ଼ିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାହୁଁଥିଲେ ବୋଲି କହିଛନ୍ତି ରାହୁଲ ଗାନ୍ଧୀ। କିନ୍ତୁ ଭାଜପାର ସର୍ଭେ ଟିମ୍ ପରାମର୍ଶରେ…
ପୀଡ଼ିତଙ୍କୁ ଭେଟିଲେ ରାହୁଲ୍, ମୁଖ୍ୟମନ୍ତ୍ରୀଙ୍କୁ କ୍ଷତିପୂରଣ ଦେବାକୁ କଲେ ଦାବି
ନୂଆଦିଲ୍ଲୀ, ୫।୭: କଂଗ୍ରେସ ନେତା ତଥା ସଂସଦର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଲୋକସଭା ନିର୍ବାଚନ ପରେ ଏବେ ଲୋକଙ୍କ ସମସ୍ୟା ବୁଝିବା ନେଇ ଚର୍ଚ୍ଚାରେ ରହିଛନ୍ତି। ସରକାର ଗଠନ କରିନପାରିଲେ ମଧ୍ୟ କଂଗ୍ରେସ ହାତରେ ୯୯ ଏମ୍ପି ଆସନ…
ରାହୁଲ ଗାନ୍ଧୀଙ୍କୁ ସେନାର ଜବାବ; ଅଗ୍ନିବୀରଙ୍କ ପରିବାରକୁ ଦିଆଯାଇଛି ୯୮.୩୯ ଲକ୍ଷ ଟଙ୍କା
ନୂଆଦିଲ୍ଲୀ,୩ା୭: ବୁଧବାର ଲୋକ ସଭାରେ ରାହୁଲ ଗାନ୍ଧୀ କରିଥିବା ଅଭିଯୋଗର ଜବାବ ରଖିଛି ଭାରତୀୟ ସେନା। ରାହୁଲ ଗାନ୍ଧୀ କହିଥିଲେ ଯେ, ଶହୀଦ ଅଗ୍ନିବୀର କର୍ମଚାରୀଙ୍କ ପରିବାରକୁ କ୍ଷତିପୂରଣ ପ୍ରସଙ୍ଗରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ମିଥ୍ୟା କହିଛନ୍ତି। ଏଥିପାଇଁ…
ଲୋକେ ସରକାରଙ୍କୁ ପୁନଃ ନିର୍ବାଚିତ କରିଛନ୍ତି: ମୋଦି
ନୂଆଦିଲ୍ଲୀ,୩ା୭(ପି.ଟି.) : ଦେଶବାସୀ ସରକାରଙ୍କ ପ୍ରତ୍ୟେକ ମାନଦଣ୍ଡକୁ ଭଲ ଭାବେ ପରୀକ୍ଷା କରିବା ପରେ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ସୁଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲୋକ ସଭାରେ କହିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ…
ମିଛ ହେଲା ରାହୁଲଙ୍କ ଦାବି, ଅଗ୍ନିବୀର ପରିବାର କହିଲେ…
ନୂଆଦିଲ୍ଲୀ, ୨ା୭: ଜାରି ରହିଛି ସଂସଦ ଅଧିବେଶନ । ଏହି ଅଧିବେଶନରେ ଅଗ୍ନିବୀର ଯୋଜନାକୁ ନେଇ ରାହୁଲ ଗାନ୍ଧି କରିଥିବା ଦାବି ମିଛ ସାବ୍ୟସ୍ତ ହୋଇଛି । ଏକ ନିର୍ଦ୍ଧିଷ୍ଟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଶହିଦ ହୋଇଥିବା ଜଣେ ଅଗ୍ନିବୀରଙ୍କ ପରିବାର…
Archives


