Tag Archives: Rahul gandhi

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି। ସବୁଆଡୁ ପୋଲିସକୁ ନିନ୍ଦା କରାଯାଉଥିଲା ବେଳେ ଓଡ଼ିଶାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା କହିଛନ୍ତି…

ହଠାତ୍‌ ନିଜ ସାଙ୍ଗକୁ ଭେଟିଲେ ରାହୁଲ ଗାନ୍ଧୀ, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ତଥା ଏମ୍‌ପି ରାହୁଲ ଗାନ୍ଧୀ ଶୁକ୍ରବାର ସକାଳେ ହରିୟାଣାର କର୍ଣ୍ଣଲ ଜିଲାରେ ପହଞ୍ଚିଛନ୍ତି। ସେ ଭୋର୍‌ ସମୟରେ ଘୋଗଦୀପୁର ଗ୍ରାମକୁ ଆସିଥିଲେ। ଏଠାରେ ସେ ଜଣେ ଯୁବକଙ୍କର ପରିବାରକୁ ଭେଟିଥିଲେ। ବାସ୍ତବରେ ରାହୁଲ ଗାନ୍ଧୀ ଅମିତ ନାମକ…

‘ରାହୁଲଙ୍କ ଜିଭ କାଟିଲେ ୧୧ ଲକ୍ଷ ପୁରସ୍କାର ଦେବି’, ଶିବସେନା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ମୁମ୍ବାଇ, ୧୬।୯: ମହାରାଷ୍ଟ୍ରର ଶିବଶେନା ବିଧାୟକ ସଞ୍ଜୟ ଗାଏକ୍ୱାଡ୍‌ ସୋମବାର ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି। ଆମେରିକାରେ ଭାରତର ସଂରକ୍ଷଣ ବ୍ୟବସ୍ଥା ଉପରେ ରାହୁଲ ଦେଇଥିବା ବିବୃତିକୁ ନେଇ ସେ ଅସନ୍ତୋଷ…

ପ୍ରଥମ ଭାଷଣରେ ରାହୁଲଙ୍କୁ ନେଇ ଭିନେଶ ଫୋଗଟ କହିଲେ ଏମିତି…

ଚଣ୍ଡୀଗଡ଼,୯ା୯: ୨୦୨୪ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ବିଗୁଲ୍‌ ବାଜି ସାରିଛି। ଏଥର ବିଧାନସଭା ନିର୍ବାଚନରେ କଂଗ୍ରେସ ଜୁଲାନା ଆସନରୁ ମହିଳା ରେସ୍‌ଲର ଭିନେଶ ଫୋଗଟଙ୍କୁ ପ୍ରାର୍ଥୀ କରିବା ନିଷ୍ପତ୍ତି ନେଇଛି। ଭିନେଶ ମଧ୍ୟ ତାଙ୍କ ଅଭିଯାନ ଆରମ୍ଭ କରିଛନ୍ତି।…

କଂଗ୍ରେସ ସହ ମେଣ୍ଟକୁ ନେଇ ଆସିଲା ବଡ଼ ଖବର, ଏତିକି ସିଟ୍‌ରେ ଆପ୍‌ ସହମତ

ଚଣ୍ଡୀଗଡ଼,୮ା୯: ହରିୟାଣାରେ କଂଗ୍ରେସ ଏବଂ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ମଧ୍ୟରେ ମେଣ୍ଟ ସମ୍ପର୍କକୁ ନେଇ ଏକ ବଡ଼ ଖବର ଆସିଛି। ସୂଚନାନୁସାରେ, ଆପ୍‌ ଏବଂ କଂଗ୍ରେସ ମଧ୍ୟରେ ମେଣ୍ଟ ସମ୍ପର୍କରେ ଆଲୋଚନା ଚାଲିଥିବା ଜଣାପଡିଛି। ଆସନ୍ତାକାଲି ସୁଦ୍ଧା ଏହି ମେଣ୍ଟ…

‘ଯଦି ରାହୁଲ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଛନ୍ତି ତେବେ ଦେଶ ବିଷୟରେ କ’ଣ କହିବାକୁ ହୁଏ ଶିଖନ୍ତୁ’

ନୂଆଦିଲ୍ଲୀ,୫ା୯: ଦୀର୍ଘଦିନ ଧରି ଗାନ୍ଧୀ ପରିବାରର ପରାମର୍ଶଦାତା ଥିବା ସାମ୍‌ ପିଟ୍ରୋଡା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ରାହୁଲ ଗାନ୍ଧୀ ତାଙ୍କ ପିତା ରାଜୀବ ଗାନ୍ଧୀଙ୍କ ଅପେକ୍ଷା ଅଧିକ ବୁଦ୍ଧିଜୀବୀ ଏବଂ ରଣନୀତିଜ୍ଞ। ଆହୁରି…

ରାଜୀବଙ୍କ ତୁଳନାରେ ରାହୁଲ ବେଶୀ ବୁଦ୍ଧିଆ: ପିଟ୍ରୋଡା

ନୂଆଦିଲ୍ଲୀ,୪ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତୁଳନାରେ ବେଶୀ ବୁଦ୍ଧିମାନ। ଏପରି କି ରଣନୈତିକ ଦୃଷ୍ଟିରୁ ବି ସେ ତାଙ୍କ ବାପାଙ୍କଠାରୁ ଅଧିକ ସକ୍ଷମ ବୋଲି ବୁଧବାର ଗାନ୍ଧୀ ପରିବାରର ଘନିଷ୍ଠ ତଥା ଓଭରସିଜ୍‌ କଂଗ୍ରେସ…

‘ନୁରୀ’ ସହିତ ଭିନ୍ନ ଅନ୍ଦାଜରେ ନଜର ଆସିଲେ ସୋନିଆ ଗାନ୍ଧୀ, ଫଟୋ ଶେୟାର କଲେ ରାହୁଲ

ନୂଆଦିଲ୍ଲୀ,୨୩।୮: ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଗତ ବର୍ଷ ବିଶ୍ୱ ପ୍ରାଣୀ ଦିବସରେ ମା’ ସୋନିଆ ଗାନ୍ଧୀଙ୍କୁ ନୋରି ନାମକ ଏକ କୁକୁରକୁ ଉପହାର ଦେଇଥିଲେ। ରାହୁଲ ଗାନ୍ଧୀ ଶୁକ୍ରବାର (୨୩ ଅଗଷ୍ଟ ୨୦୨୪) ଇନଷ୍ଟାଗ୍ରାମରେ ଏକ ପୋଷ୍ଟ…

ଆଜି ନିର୍ବାଚନ ହେଲେ ବଢ଼ିଯିବ କଂଗ୍ରେସ ଆସନ; ଜାଣନ୍ତୁ କେଉଁଠି ପହଞ୍ଚିଲା ଭାଜପା

ନୂଆଦିଲ୍ଲୀ,୨୨ା୮: ଦେଶରେ ସାଧାରଣ ନିର୍ବାଚନ ସରିବାର ଦୁଇ ମାସ ପରେ ଜାତୀୟ ଗଣମାଧ୍ୟମ ସଂସ୍ଥା ଆଜ୍ ତକ୍ ପକ୍ଷରୁ କରାଯାଇଥିବା ‘ମୁଡ ଅଫ ଦି ନେଶନ’ ସର୍ଭ ଅନୁଯାୟୀ କେଉଁ ଦଳ କେତେ ଭୋଟ ପାଇବ ସେ ନେଇ ନୂଆ ତଥ୍ୟ…

ଜମ୍ମୁ-କଶ୍ମୀରରେ ବଡ଼ ଘୋଷଣା କଲେ ରାହୁଲ ଗାନ୍ଧୀ, ମେଣ୍ଟକୁ ନେଇ କହିଲେ…

ଶ୍ରୀନଗର,୨୨।୮: ଜମ୍ମୁ-କଶ୍ମୀରରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ଅସ୍ଥିରତା ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ଗୁରୁବାର ଜମ୍ମୁ-କାଶ୍ମୀରରେ ପହଞ୍ଚିଛନ୍ତି। ସେ କହିଛନ୍ତି ଯେ ନିର୍ବାଚନ ହେବାକୁ ଯାଉଛି ଜାଣିବା ମାତ୍ରେ ଆମେ ପ୍ରଥମେ ଏଠାକୁ ଆସିଥିଲୁ। ରାହୁଲ କହିଛନ୍ତି ଯେ ଆମେ…

‘ଭାଜପାର ରାମରାଜ୍ୟ ସମ୍ବିଧାନକୁ ନଷ୍ଟ କରୁଛି’

ନୂଆଦିଲ୍ଲୀ,୧୯ା୮: କେନ୍ଦ୍ରର ବିଭିନ୍ନ ମନ୍ତ୍ରଣାଳୟର ଯୁଗ୍ମ ସଚିବ, ନିର୍ଦ୍ଦେଶକ ଏବଂ ଡେପୁଟି ସଚିବଙ୍କ ପ୍ରମୁଖ ପଦବୀରେ ଖୁବ୍‌ଶୀଘ୍ର ୪୫ ଜଣ ବିଶେଷଜ୍ଞଙ୍କୁ ‘ଲାଟେରାଲ ଏଣ୍ଟ୍ରି’ ମାଧ୍ୟମରେ ନିଯୁକ୍ତ କରିବାର ନିଷ୍ପତ୍ତି ସମ୍ପର୍କରେ ରାଜନୈତିକ ମହଲରେ ଆଲୋଚନା ହେଉଛି। ତେବେ କଂଗ୍ରେସ ନେତା…

ରାହୁଲଙ୍କୁ ପ୍ରତିମାସରେ ମିଳୁଛି ୧୦ ଲକ୍ଷ, ହିଡେନ୍‌ବର୍ଗ ରିପୋର୍ଟକୁ ନେଇ କହିଲେ ମୁଁ କିଛି…

ନୂଆଦିଲ୍ଲୀ, ୧୪।୦୮: ଆମେରିକାର ସର୍ଟ ସେଲିଂ ସଂସ୍ଥା ହିଡେନ୍‌ବର୍ଗର ରିପୋର୍ଟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ବିପକ୍ଷ ଦଳ ଘେରିଛି । ମଙ୍ଗଳବାର ରାହୁଲ ଗାନ୍ଧି ଏନେଇ କହିଥିଲେ ଯେ ଏହା ଏକ ଗମ୍ଭୀର ମାମଲା । ଏବେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?