Tag Archives: Rahul gandhi

ଜାଣନ୍ତୁ କେଉଁ ରାଜନେତା କେତେ ପଢ଼ିଛନ୍ତି, କାହାର ଶିକ୍ଷାଗତ ଯୋଗ୍ୟତା ଅଧିକ, କାହାର କମ୍‌

ଆମର ଅନେକ ରାଜନେତା ଅଛନ୍ତି, ଯେଉଁମାନଙ୍କ ହାତରେ ଆମ ଦେଶ ଏବଂ ରାଜ୍ୟ ପରିଚାଳିତ ହେଉଛି। ତେବେ ଏମାନଙ୍କ ଶିକ୍ଷାଗତ ଯୋଗ୍ୟତା ବିଷୟରେ ଅଧିକାଂଶ ଲୋକ ଜାଣି ନ ଥିବେ। ଜାଣନ୍ତୁ ଏ ସମ୍ପର୍କରେ… ମନମୋହନ ସିଂଙ୍କ ଶିକ୍ଷାଗତ ଯୋଗ୍ୟତା: ଭାରତର…

‘୫୬ ଇଞ୍ଚ ଛାତିରେ ସାହସ ନାହିଁ’, ଖୋଲା ବିତର୍କ ପ୍ରସଙ୍ଗରେ ମୋଦିଙ୍କୁ ଟାର୍ଗେଟ କଲେ ଜୟରାମ ରମେଶ

ନୂଆଦିଲ୍ଲୀ,୧୬।୫: ନିକଟରେ ଏକ ଚିଠିରେ ଦୁଇଜଣ ପୂର୍ବତନ ବିଚାରପତି ରାହୁଲ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବସାଧାରଣରେ ବିତର୍କ କରିବାକୁ କହିଥିଲେ। ଯାହା ଉପରେ ପ୍ରତିକ୍ରିୟା ଦେଇ ରାହୁଲ ଗାନ୍ଧୀ ଏଥିପାଇଁ ପ୍ରସ୍ତୁତ ଥିବା କହିଥିଲେ। ଯଦି ପ୍ରଧାନମନ୍ତ୍ରୀ ପ୍ରସ୍ତୁତ ଅଛନ୍ତି…

‘କଂଗ୍ରେସ ଦେବ ଗରିବଙ୍କୁ ଲାଇଫ୍‌ଲାଇନ୍‌’

ନୂଆଦିଲ୍ଲୀ,୧୪।୫: ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ପରସ୍ପରକୁ କଟାକ୍ଷ କରିବା ଜାରି ରହିଛି। ଦଳଗୁଡ଼ିକ ନିଜର ଯୋଜନାଗୁଡ଼ିକର ପ୍ରଚାର ପ୍ରସାର ଲାଗି ନୂଆ ଉପାୟ ଆପଣାଉଛନ୍ତି। ଏମିତିରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧି ଏକ ଭିଡିଓ ଶେୟାର…

୧୫ରେ ବଲାଙ୍ଗୀର ଆସିବେ ରାହୁଲ

ବଲାଙ୍ଗୀର,୧୨ା୫: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଆସନ୍ତା ୧୫ ତାରିଖରେ ବଲାଙ୍ଗୀର ଗସ୍ତରେ ଆସିବେ ରାହୁଲ । ବାଇକ୍‌ ରାଲି ସହ ଜନସଭାରେ ରାହୁଲ ଯୋଗଦେବେ। ଏନେଇ କଂଗ୍ରେସ ବିଧାୟକ…

ତୁମେ କ’ଣ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ? ମୋଦିଙ୍କ ସହିତ ବିତର୍କ ପ୍ରସ୍ତାବକୁ ନେଇ ରାହୁଲଙ୍କୁ କଟାକ୍ଷ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୧୨ା୫: ବିଭିନ୍ନ ନିର୍ବାଚନୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ବିତର୍କ କରିବାକୁ ନିମନ୍ତ୍ରଣ ଗ୍ରହଣ କରିବା ପରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଏକ ଜବାବ ଦେଇଛନ୍ତି। ସେ ପ୍ରଶ୍ନ କରିଛନ୍ତି ଯେ ରାହୁଲ…

ଖୋଲା ବିତର୍କ ପାଇଁ ମୁଁ ପ୍ରସ୍ତୁତ, ମୋଦି ରାଜି ତ: ରାହୁଲ

ନୂଆଦିଲ୍ଲୀ,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଖୋଲା ବିତର୍କ ଆହ୍ବାନକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଗ୍ରହଣ କରିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ବିତର୍କରେ ସାମିଲ ହେବାକୁ ପ୍ରସ୍ତୁତ କି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି। ପୂର୍ବତନ ବିଚାରପତି ମଦନ ବି…

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏବଂ ଅଶୋକ ଗେହଲଟ ଉପସ୍ଥିତ ଥିଲେ। ଆଜି ସକାଳେ କଂଗ୍ରେସ ଆମେଠି…

ଓଡ଼ିଶା ଆସିବେନି ରାହୁଲ

ନୂଆଦିଲ୍ଲୀ,୩ା୫: ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି ଗସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ଏନେଇ ସୂଚନା ଦେଇଛି କଂଗ୍ରେସ। ରାଏବରେଲିରୁ ରାହୁଲ ତାଙ୍କର…

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ ଏହି ଆସନରେ ଲଢ଼ିପାରନ୍ତି ବୋଲି କୁହାଯାଉଥିଲେ ହେଁ ସେଭଳି କିଛି ସଙ୍କେତ ମିଳିନାହିଁ। ସେ…

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା ଆଶ୍ରମ…

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରୁ ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହା ପରେ ସାଲେପୁରରେ…

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ ନେଇ ନିର୍ବାଚନ ଆୟୋଗ ଭାଜପା ଏବଂ କଂଗ୍ରେସକୁ ନୋଟିସ୍‌ ଜାରି କରିଛନ୍ତି। ଆଦର୍ଶ ଆଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?