ଓଡ଼ିଶା ଆସିବେ ରାହୁଲ
ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି। ରାଜ୍ୟ ଛାତ୍ର କଂଗ୍ରେସ ପକ୍ଷରୁ ଆୟୋଜିତ ‘ଛାତ୍ରୋଂ କି ଗୁଞ୍ଜ୍’ କାର୍ଯ୍ୟକ୍ରମରେ ଯୋଗଦେଇ…
ଗର୍ଜିଲେ ରାହୁଲ; ଅମିତ ଶାହାଙ୍କୁ ପଦବୀରୁ ହଟାନ୍ତୁ, ଭାଜପାକୁ କ୍ଷମା ମାଗିବି….
ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି ଯେ, ଭାଜପା ତାଙ୍କୁ ଗୃହରେ କହିବାକୁ ଦେଲାନାହିଁ । ବାରମ୍ବାର ବାଚସ୍ପତିଙ୍କୁ ଅନୁରୋଧ କରିଛନ୍ତି ଏବଂ ବରିଷ୍ଠ ଭାଜପା ନେତାଙ୍କ ସହ ମଧ୍ୟ କଥା ହୋଇଛନ୍ତି, ତଥାପି…
ରାହୁଲଙ୍କ ଅଭିଯୋଗକୁ ନେଇ ସରକାରଙ୍କ କଡ଼ା ଜବାବ, ଗୁଳି ନୁହେଁ କେବଳ….
ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ରାହୁଲ ଗାନ୍ଧୀଙ୍କ ବକ୍ତବ୍ୟକୁ ନେଇ ପ୍ରବଳ ହଟ୍ଟଗୋଳ ଦେଖାଦେଇଥିଲା । ଏହାପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ତାଙ୍କୁ ଜବାବ ଦେଇଛନ୍ତି ମନ୍ତ୍ରୀ ଜିତେନ୍ଦ୍ର ସିଂ । ପ୍ରତିବାଦ କରୁଥିବା ଛାତ୍ରମାନଙ୍କ…
ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…
ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍ ବିରୋଧୀ ବିଲ୍ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍ ଦେଇ କହିଥିଲେ ଯେ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପ୍ରଦର୍ଶନକାରୀଙ୍କ ଉପରେ ପେଲେଟ ଗନ ଗୁଳି ଚଳାଇବାକୁ…
ରାହୁଲ ଗାନ୍ଧୀଙ୍କ ‘ଇଡିଅଟ’ ଶବ୍ଦ ବ୍ୟବହାରକୁ ନେଇ ଲୋକ ସଭାରେ ହଟ୍ଟଗୋଳ
ନୂଆଦିଲ୍ଲୀ,୨୯।୭: ଲୋକ ସଭାରେ ପେପର ଲିକ ବିରୋଧୀ ବିଲ ଉପରେ ଆଲୋଚନା ଚାଲିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହକୁ ସମ୍ବୋଧିତ କରୁଛନ୍ତି। ତାଙ୍କ ଭାଷଣ ସମୟରେ ଲୋକ ସଭାରେ ହଟ୍ଟଗୋଳ ଆରମ୍ଭ ହୋଇଛି। ଛାତ୍ରମାନଙ୍କ ପ୍ରତିବାଦ ଉପରେ ଭାଷଣ…
ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ
ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା କହିଛନ୍ତି। ସେ ରାହୁଲ ଗାନ୍ଧୀଙ୍କ ବିଦେଶୀ ଶକ୍ତିଗୁଡ଼ିକର ପ୍ରଭାବରେ କାର୍ଯ୍ୟ କରୁଥିବା ଅଭିଯୋଗ…
CJPକୁ କଡ଼ା କଟାକ୍ଷ କଲେ କଙ୍ଗନା, ଏମାନଙ୍କୁ ଜନ୍ମ କିଏ ଦେଇଛି…
ନୂଆଦିଲ୍ଲୀ, ୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ର ପ୍ରତିବାଦ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟମାନେ ସୋମବାର ଲୋକ ସଭାରେ ହଟ୍ଟଗୋଳ କରିଥିଲେ । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଭାଜପା ଏମପି କଙ୍ଗନା ରାଣାୱତ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି…
ଛାତ୍ରମାନଙ୍କୁ ପିଟିବାକୁ କିଏ ଦେଇଥିଲା ନିର୍ଦ୍ଦେଶ? ଅମିତ ଶାହାଙ୍କୁ ଚିଠି ଲେଖି ରାହୁଲ ପଚାରିଲେ ଏମିତି ତୀକ୍ଷ୍ଣ ପ୍ରଶ୍ନ
ନୂଆଦିଲ୍ଲୀ,୨୬ା୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଛାତ୍ର ପ୍ରତିବାଦ ସମ୍ପର୍କରେ ଏକ ଚିଠି ଲେଖିଛନ୍ତି। ସେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ପ୍ରଶ୍ନ କରିଛନ୍ତି ଯେ, ଛାତ୍ରମାନଙ୍କ ଉପରେ ପିଟିବା ବା ଲାଠିଚାର୍ଜ କରିବାର ନିର୍ଦ୍ଦେଶ କିଏ ଦେଇଥିଲା। ମୁଁ…
‘ଆସିଗଲା ସରକାର ଗାଦିଚ୍ୟୁତ ହେବାର ସମୟ’, ରାହୁଲଙ୍କ ବୟାନକୁ ନେଇ ରାଜନୀତି ସରଗରମ
ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିନନ୍ଦନ ଜଣାଇଛନ୍ତି। ସେ ପ୍ରଧାନଙ୍କ ଇସ୍ତଫାକୁ ଶିକ୍ଷା ବ୍ୟବସ୍ଥାକୁ ପୁନର୍ବାର ସଜାଡ଼ିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବର୍ଣ୍ଣନା…
ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି
ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା ପାଇଁ ମେଣ୍ଟର ଲୋକ ସଭା ଏବଂ ରାଜ୍ୟ ସଭା ଏମପିମାନେ ବୈଠକରେ ଯୋଗ…
ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା
ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ ମୁହଁ ଖୋଲିଛନ୍ତି । ସେ ଯୁବପିଢ଼ି ଏବଂ ଛାତ୍ରମାନଙ୍କ ସହ ଜଡିତ ପ୍ରସଙ୍ଗକୁ…
ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….
ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ସ୍ପଷ୍ଟ ଭାବରେ କହିଥିଲେ ଯେ ସେ ଛାତ୍ରମାନଙ୍କ ସହିତ…

