Tag Archives: Rahul gandhi

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା ବ୍ୟବସ୍ଥାକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ତୀବ୍ର ଆକ୍ରମଣ କରିଛନ୍ତି। ସେ ଅଭିଯୋଗ…

ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ CJP ଆଲୋଚନା କରିବାକୁ ଚାହୁଁଛି, କିନ୍ତୁ ବର୍ତ୍ତମାନ ସରକାର ନିଜେ କହିଛନ୍ତି ଯେ…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ ସମ୍ମୁଖରେ ଧାରଣା ପ୍ରଦର୍ଶନ କରି ହଙ୍ଗାମା କରିଥିଲେ। କଂଗ୍ରେସର ସାଂସଦମାନେ ଏବଂ ରାହୁଲ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି। ସେ ଦାବି କରିଛନ୍ତି ଯେ NEET ପରୀକ୍ଷାକୁ ସମ୍ପୂର୍ଣ୍ଣ ଭାବରେ ବାତିଲ କରାଯାଉ।…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରି ଅଭିଯୋଗ ଆଣିଛନ୍ତି ଯେ, ଛାତ୍ରୀଛାତ୍ରଙ୍କ ସମସ୍ୟାର…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ସମେତ ଅନେକ ପ୍ରମୁଖ ବିରୋଧୀ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟାକ୍ଷ କରିଛନ୍ତି। ସେ କଂଗ୍ରେସ ନେତାଙ୍କୁ ଛାତ୍ରୀଛାତ୍ରମାନଙ୍କୁ ରାଜନୈତିକ ଅସ୍ତ୍ର ଭାବରେ ବ୍ୟବହାର…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେବାରେଲାଗିଛି। ଭିଡିଓରେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ ଏବଂ ଅନ୍ୟାନ୍ୟ ଅନେକ ନେତାଙ୍କୁ ପୋଲିସ ଅଟକ (detain) ରଖିଛି। ପୋଲିସ ସମସ୍ତ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା ଆରମ୍ଭ କରାଯାଇଥିଲା। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା ପ୍ରତିବାଦରେ ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ…

ରାଜନୀତିରେ ହଲଚଲ: କେବଳ ଧର୍ମେନ୍ଦ୍ର ପ୍ରଧାନ ନୁହଁନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଏହି ପ୍ରସଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?