Tag Archives: Rahul gandhi

ରାହୁଲ ଯାଉଯାଉ ବଡ଼ ଘୋଷଣା କରିଦେଲେ ଭକ୍ତ, ମୋହନଙ୍କୁ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୧୨।୭: ଓଡ଼ିଶା ଡ୍ରାଇଭର ମହାସଂଘର ଚାଲିଥିବା ଷ୍ଟିଅରିଂ ଛାଡ଼ ଆନ୍ଦୋଳନକୁ ନେଇ ରାଜ୍ୟ ରାଜନୀତିରେ ଉଷ୍ମତା ଦେଖାଦେଇଛି। ଏହି ଆନ୍ଦୋଳନ ପ୍ରସଙ୍ଗରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଏକ ସାମ୍ବାଦିକ ସମ୍ମିଳନୀରେ ବଡ଼ ଘୋଷଣା କରିଛନ୍ତି।…

ପ୍ରତିମାସରେ ରାହୁଲ ଗାନ୍ଧୀଙ୍କୁ ମିଳେ ଏତେ ଦରମା, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ…

ନୂଆଦିଲ୍ଲୀ, ୧୨।୭: ସଂସଦରେ ବିରୋଧୀ ଦଳ ନେତା ହେଉଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ପଦବୀ ବହୁତ ଦାୟିତ୍ୱପୂର୍ଣ୍ଣ। ଏହା ସହିତ ଦରମା ଏବଂ ସୁବିଧା ମଧ୍ୟ ବହୁତ ଭଲ ମିଳିଥାଏ। ବିରୋଧୀ ଦଳ ନେତା ହେବା ପରେ, ରାହୁଲ…

ରାହୁଲଙ୍କୁ ସୋଫିଆ କହିଲେ ସିକ୍ରେଟ ପ୍ଲାନ, ଏବେ…

ଭୁବନେଶ୍ୱର, ୧୧।୭: ଲୋକ ସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଆଜି ଭୁବନେଶ୍ୱରର ବରମୁଣ୍ଡା ମୈଦାନରେ ଆୟୋଜିତ ସମ୍ବିଧାନ ବଞ୍ଚାଓ ସମାବେଶରେ ଯୋଗ ଦେଇଥିଲେ। ଏହି ସମାବେଶରେ କଂଗ୍ରେସର ବରିଷ୍ଠ ନେତା ତଥା ଓ ପ୍ରଦେଶ କଂଗ୍ରେସ କମିଟିର ବିଧାୟିକା…

ପାଖକୁ ଯାଇ ଏମିତି କ’ଣ କହିଦେଲେ କୁନି ଝିଅ, ଖୁସିରେ ଗଦ୍‌ଗଦ୍‌ ହୋଇଗଲେ ରାହୁଲ

ଭୁବନେଶ୍ୱର,୧୧।୭: ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏହି ସମୟରେ ଦେଖିବାକୁ ମିଳିଛି ପିଲାମାନଙ୍କ ପ୍ରତି ରାହୁଲଙ୍କ ଦୁର୍ବଳତା । ଏୟାରପୋର୍ଟରୁ ବରମୁଣ୍ଡା ପଡିଆ ଯାଇ ସେଠାରେ ଏକ ସଭାକୁ ସମ୍ବୋଧନ କରିଛନ୍ତି ରାହୁଲ । କିନ୍ତୁ…

ସୁଯୋଗ ମିଳିଲେ ବି କ୍ଷମତାକୁ ଆସି ପାରିବନି କଂଗ୍ରେସ: ମନମୋହନ

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରରର ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ଭାଜପାକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହିତ ରଥଯାତ୍ରା ଅଘଟଣକୁ ନେଇ ମଧ୍ୟ ରାହୁଲ ଟାର୍ଗେଟ କରି କହିଛନ୍ତି, ଆଦାନୀ…

କେହି କାହାରିକୁ ଛାଡିଲେନି, ରାହୁଲଙ୍କ ଭାଷଣ ଶୁଣି ଚିହିଁକି ଉଠିଲେ ସୁରେଶ ପୂଜାରୀ

ଓଡ଼ିଶା ଗସ୍ତରେ ଆସିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିବା ପରେ ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ଜୋରସୋରରେ ଭାଜପା ଉପରେ ବର୍ଷିଛନ୍ତି ରାହୁଲ। ଭାଜପାକୁ ଟାର୍ଗେଟ୍‌ କରି ରାହୁଲ କହିଛନ୍ତି,…

ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍, ଲଗାଇଲେ ବଡ ଅଭିଯୋଗ

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ତୀବ୍ର ଆକ୍ରମଣ କରିଛନ୍ତି। ଏକ ସମାବେଶରେ ସମ୍ବୋଧନ କରି ସେ ଅଭିଯୋଗ କରିଛନ୍ତି ଯେ ସରକାର ଡ୍ରାଇଭର ମହାସଂଘ ଉପରେ ଚାପ ପକାଇ ସେମାନଙ୍କ ସମାବେଶକୁ ଭଣ୍ଡୁର…

ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ଅଦାନୀ ପାଇଁ ଅଟକାଯାଇଥିଲା: ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବିଧାନ ବଞ୍ଚାଅ ସମାବେଶରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ରଥଯାତ୍ରା ଅଘଟଣକୁ ନେଇ ସରକାର ଅଦାନୀ ଭଳି ଉଦ୍ୟୋଗପତିଙ୍କ ସ୍ୱାର୍ଥ ପାଇଁ କାମ…

ଭାଜପାର ମୁହଁ ବନ୍ଦ କରିଦେଲେ ରାହୁଲ, ଓଡ଼ିଶାରେ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରରର ବରମୁଣ୍ଡା ପଡ଼ିଆ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ଏହି ସମୟରେ ଭାଜପାକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହିତ ରଥଯାତ୍ରା ଅଘଟଣକୁ ନେଇ ମଧ୍ୟ ଟାର୍ଗେଟ କରିଛନ୍ତି ରାହୁଲ। ଆଦାନୀ ପାଇଁ…

ଓଡ଼ିଶା ଆସୁ ଆସୁ ସରକାରଙ୍କୁ ନେଇ ଏମିତି କହିଦେଲେ ରାହୁଲ, ରାଜ୍ୟରେ ଚହଳ

ଭୁବନେଶ୍ୱର,୧୧।୭: ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାହୁଲ ଗାନ୍ଧୀ। ବିମାନବନ୍ଦରରୁ ବାହାରି ସିଧା ବରମୁଣ୍ଡା ପଡ଼ିଆ ସମାବେଶରେ ଯୋଗଛନ୍ତି। ସେଠାରେ ସମ୍ବିଧାନ ବଞ୍ଚାଅ ମହାସମାବେଶକୁ ସମ୍ବୋଧନ କରି ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ଏହା…

ରାହୁଲଙ୍କ ଗସ୍ତ ପୂର୍ବରୁ ଭାଜପା ନେତାଙ୍କ ବିସ୍ଫୋରକ ବୟାନ, କହିଲେ ହତାଶା ହୋଇଗଲାଣି…

ଭୁବନେଶ୍ୱର,୧୧।୭: ଆଜି ଆସୁଛନ୍ତି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ରାହୁଲଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରାଜଧାନୀ ଭୁବନେଶ୍ବରରେ ୫୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଡଗ…

ଆଜି ଆସିବେ ରାହୁଲ, ଖାର୍ଗେ

ଭୁବନେଶ୍ୱର,୧୧ା୭(ରବିନାରାୟଣ ଜେନା): ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଶୁକ୍ରବାର ଆୟୋଜିତ ହେବ କଂଗ୍ରେସର ସମ୍ବିଧାନ ବଞ୍ଚାଅ ସମାବେଶ। ଏଥିରେ ଯୋଗଦେବେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହିତ ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ସାଧାରଣ ସମ୍ପାଦକ କେ.ସି.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri