ଧର୍ମଶାଳାରେ ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ମିଳିତ ଚଢ଼ାଉ: ଟ୍ୟୁବ୍ ଭିତରୁ ୪୦୦ ଲିଟର ଦେଶୀ ମଦ ଜବତ ଧର୍ମଶାଳା,୧୧ା୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଅବକାରୀ ବିଭାଗ ଅନ୍ତର୍ଗତ ଦେଓଦା ଗାଁରେ ଶୁକ୍ରବାର ସକାଳୁ ଅଚାନକ ଚଢ଼ାଉ କରାଯାଇଛି । ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ମିଳିତ ଭାବେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି । ଚଢ଼ାଉ…