ରେଳଯାତ୍ରୀଙ୍କୁ Indian Railwayର ବଡ଼ ଉପହାର! ଏହାର ଦାମ୍ କମାଇଲା… ନୂଆଦିଲ୍ଲୀ,୨୨।୧: ଭାରତୀୟ ରେଳ ବିଭାଗ ଯାତ୍ରୀଙ୍କୁ ଏକ ଛୋଟ କିନ୍ତୁ ମହତ୍ତ୍ୱପୂର୍ଣ୍ଣ ଉପହାର ଦେଇଛି। ଏବେ ଟ୍ରେନ ଓ ରେଳଷ୍ଟେଶନରେ ମିଳୁଥିବା ପ୍ୟାକେଜ୍ଡ ପାଣି ବୋତଲ (ରେଲ ନୀର)ର ମୂଲ୍ୟ କମାଇ ଦିଆଯାଇଛି। ଏହାଦ୍ୱାରା ଯାତ୍ରୀଙ୍କ ପକେଟ ଉପରେ ବୋଝ କମିବ…