ଆଜିଠାରୁ ମହଙ୍ଗା ହେଲା ଟ୍ରେନ ଯାତ୍ରା, ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା…. ନୂଆଦିଲ୍ଲୀ,୨୬।୧୨: ଆଜି, ଶୁକ୍ରବାର ଠାରୁ ଟ୍ରେନ ଯାତ୍ରା ମହଙ୍ଗା ହୋଇଯାଇଛି। ରେଳ ମନ୍ତ୍ରଣାଳୟ ଭଡା ବୃଦ୍ଧି ଘୋଷଣା କରିଛି, ଯାହା ଆଜି ଠାରୁ ଲାଗୁ ହେବ । ଗୁରୁବାର ଦିନ, ମନ୍ତ୍ରଣାଳୟ ଏକ ବିଜ୍ଞପ୍ତି ଜାରି କରି ୨୧୫ କିଲୋମିଟରରୁ...