ଓଡ଼ିଶାରେ ୨ ରେଲ୍ ଫ୍ଲାଏଓଭର ପାଇଁ ରେଳ ମନ୍ତ୍ରଣାଳୟର ୫୦୯ କୋଟି ମଞ୍ଜୁରୀ ଭୁବନେଶ୍ୱର,୯।୧୨: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବାକୁ ୫୦୯ କୋଟି ମଞ୍ଜୁରୀ କରିଛି ମନ୍ତ୍ରଣାଳୟ। କଟକ ଓ ରାୟଗଡ଼ାରେ ଫ୍ଲାଏଓଭର ପାଇଁ ମନ୍ତ୍ରାଳୟ ପକ୍ଷରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ରାଜଆଠଗଡ଼-ରାଧାକିଶୋରପୁର ଓ ମାଛପୁର ମଧ୍ୟରେ ହେବ ଫ୍ଲାଏଓଭର ଏବଂ...