Tag Archives: Railway

କାର୍ଯ୍ୟରେ ଅବହେଳା କଲେ କଠୋର କାର୍ଯ୍ୟାନୁଷ୍ଠାନ: ୬ ଅଧିକାରୀଙ୍କୁ ବହିଷ୍କାର କଲା ରେଲଓ୍ବେ

ନୂଆଦିଲ୍ଲୀ,୨୦।୩: ପ୍ରଶାସନିକ କଠୋରତା ପ୍ରଦର୍ଶନ କରି, ଭାରତୀୟ ରେଲଓ୍ବେ ଛଅ ଜଣ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଭାବରେ ଅବସର ଦେଇଛି ଯେଉଁମାନେ ସେମାନଙ୍କ କର୍ତ୍ତବ୍ୟ ସମୟରେ ସନ୍ତୋଷଜନକ କାର୍ଯ୍ୟଦକ୍ଷତା ବଜାୟ ରଖିପାରି ନଥିଲେ। ରେଳବାଇ ପ୍ରଶାସନ ଦ୍ୱାରା ଏହି କାର୍ଯ୍ୟାନୁଷ୍ଠାନ ଭାରତୀୟ…

ଟ୍ରେନ୍‌ରେ କଟିଗଲେ ଯୁବକ, ରେଳଧାରଣାରେ ୨ ଗଡ଼ ହୋଇ ପଡ଼ିଛି ମୃତଦେହ

କେସିଙ୍ଗା,୫ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ଓ୍ବାର୍ଡ ନଂ ୬ ଏମ୍‌ଇ ସ୍କୁଲପଡ଼ାର ନେପାଳ ମାଝୀ(୨୦) ନାମକ ଜଣେ ଯୁବକ ଟ୍ରେନ୍‌ରେ କଟି ସୋମବାର ସକାଳେ ମୃତ୍ୟୁବରଣ କରିଛନ୍ତି । ସମ୍ବଲପୁର ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ରେଳ ଷ୍ଟେଶନରୁ…

ରେଲ ଯାତ୍ରୀଙ୍କ ପାଇଁ ଖୁସି ଖବର, ଏଥର ଏସି କୋଚରେ ମିଳିବ ଏସବୁ ସୁବିଧା

ନୂଆଦିଲ୍ଲୀ,୧୬।୧୦: ଭାରତୀୟ ରେଳବାଇ ଏସି କୋଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ପ୍ରମୁଖ ଏବଂ ସ୍ବାଗତଯୋଗ୍ୟ ପଦକ୍ଷେପ ଆରମ୍ଭ କରିଛି। ଯାତ୍ରୀମାନେ ଏବେ ଏକ ସଫା ଏବଂ ସୁରକ୍ଷିତ କଭରରେ ଗୁଡ଼ାଯାଇଥିବା ଏକ କମ୍ବଳ ପାଇବେ। ଏହି ସୁବିଧା ରାଜସ୍ଥାନର…

ଚକାପାଦ ରେଳ ଲାଇନ ସର୍ଭେ ଚାଲିଛି, ପ୍ରକଳ୍ପରେ ବିଳମ୍ବ ପାଇଁ ସ୍ବପ୍ନ ହୋଇ ରହିଛି ରେଳଯାତ୍ରା

ଭଞ୍ଜନଗର,୨୮ା୫(ବାବୁଲା ପ୍ରଧାନ): ଦେଶ ସ୍ବାଧୀନ ହେବାର ୭୮ ବର୍ଷ ବିତିଗଲାଣି ତଥାପି କନ୍ଧମାଳ ଜିଲାବାସୀ ରେଳ ଲାଇନ ଜିଲାରେ ଦେଖିନାହାନ୍ତି। ସେହିଭଳି ବ୍ରିଟିଶ ଶାସନ ପୂର୍ବରୁ ଗଞ୍ଜାମ ଜିଲାରେ ଯେତିକି ରେଳ ଲାଇନ ବିଛା ହୋଇଥିଲା ସେତିକି ହିଁ ବର୍ତ୍ତମାନ ଅଛି।…

ରେଳ ବିଭାଗରେ ଚାକିରି ନାଁରେ ୭ ଲକ୍ଷ ଠକେଇ: ଭୁବନେଶ୍ବରରୁ ଜଣଙ୍କୁ ଗିରଫକଲା ମାଲକାନଗିରି ପୋଲିସ

ମାଲକାନଗିରି, ୨୫ା୯(ଦୁର୍ଯ୍ୟୋଧନ ପାତ୍ର): ରେଳ ବିଭାଗରେ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଭୁବନେଶ୍ୱରରୁ ବୁଧବାର ଗିରଫ କରିଛି। ମାଲକାନଗିରି ଥାନା ଅନ୍ତର୍ଗତ ଏମ୍‌ଭି ୨ରେ ରହୁଥିବା ପ୍ରଜ୍ଞା ପ୍ରିୟଦର୍ଶିନୀଙ୍କୁ ରେଳ…

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁନେଶ୍ୱର,୧୭।୯ : ଭୁବନେଶ୍ୱରେ ପହଞ୍ଚିଲେ ମୋଦି। ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରେ ପହଞ୍ଚିଛନ୍ତି। ତାଙ୍କୁ ସ୍ବାଗତ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ଭାଜପାର ନେତୃବୃନ୍ଦ ଉପସ୍ଥିତ ଥିଲେ। ପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଏହି…

ଭିନେଶଙ୍କୁ ନେଇ ଆସିଲା ବଡ଼ ଖବର, ରେଳବାଇ କହିଲା ଖେଳାଳିଙ୍କୁ…

ନୂଆଦିଲ୍ଲୀ,୮ା୯: କଂଗ୍ରେସରେ ଯୋଗଦେବା ପୂର୍ବରୁ ମହିଳା ରେସଲର ଭିନେଶ ଫୋଗଟ ରେଳବାଇରୁ ଇସ୍ତଫା ଦେଇଥିଲେ। ଏବେ ଉତ୍ତର ରେଳ ବିଭାଗ ଭିନେଶ ଏବଂ ବଜରଙ୍ଗ ପୁନିଆଙ୍କ ଇସ୍ତଫା ଗ୍ରହଣ ପ୍ରକ୍ରିୟା ଆରମ୍ଭ କରିଛି। ରେଳବାଇ ସୂତ୍ରରୁ ଜଣାପଡିଛି ଯେ, ଉଭୟ ଖେଳାଳିଙ୍କୁ…

ରେଲ୍‌ୱେ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌, ୪ ଲକ୍ଷରେ ବିକ୍ରି ନେଇ ସିବିଆଇର ଖୋଳତାଡ଼

ଲକ୍ଷ୍ନୌ, ୦୯।୦୮: ଗୋଟିଏ ପଟେ ଯୋଗୀ ସରକାର ପ୍ରଶ୍ନପତ୍ର ଲିକ ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିୟମ ପ୍ରଣୟନ କରିବାକୁ ପ୍ରସ୍ତୁତି କରୁଛନ୍ତି ତ ଅନ୍ୟପଟେ ଗୋଟିଏ ପରେ ଗୋଟିଏ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ କମିବାର ନାଁ ନେଉନି । ଅଧିକାରୀଙ୍କ…

୨୦୨୭ ସୁଦ୍ଧା ପ୍ରତ୍ୟେକ ଯାତ୍ରୀଙ୍କୁ ମିଳିବ ନିଶ୍ଚିତ ରେଳ ଟିକେଟ

ନୂଆଦିଲ୍ଳୀ,୧୬।୧୧: ୨୦୨୭ ସୁଦ୍ଧା ପ୍ରତ୍ୟେକ ଭାରତୀୟ ଯାତ୍ରୀଙ୍କୁ ମିଳିବ ମିଳିବ ନିଶ୍ଚିତ ରେଳ ଟିକେଟ। ମିଡ଼ିଆ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ନିକଟ ଭବିଷ୍ୟତରେ ଭାରତୀୟ ରେଳରେ ଅତିରିକ୍ତ ଟ୍ରେନ୍ ସାମିଲ ଯୋଜନା କାର୍ଯ୍ୟକାରୀ ହେବା ପରେ ଏହି ସୁବିଧା ଉପଲବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?