ରାଜ୍ୟକୁ ନାହିଁ ବର୍ଷା ଭୟ: ଏହି ଦୁଇ ଜିଲାକୁ ଛାଡ଼ି ସବୁ ଜିଲାରେ ଶୁଖିଲା ରହିବ ପାଗ
ଭୁବନେଶ୍ୱର,୩ା୧୧: ରାଜ୍ୟକୁ ଏବେ ବର୍ଷା ଭୟ ନାହିଁ। ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିଲେ ମଧ୍ୟ ବାକି ସମସ୍ତ ଜିଲାର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ...
ପାହାଡ଼ରୁ ଧସିଲା ପଥର: ଯାତାୟାତ ସ୍ବାଭାବିକ କରିବା ପାଇଁ ଜାରି ରହିଛି ପ୍ରୟାସ
ଗଜପତି,୨୯ା୧୦(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର ): ଗଜପତି ଜିଲାରେ ଏସ୍. କରାଡ଼ାସିଂ ପଞ୍ଚାୟତ ବୋଣ୍ଡା ଗାଁରେ ଭୂସ୍ଖଳନ ହୋଇଛି। ଫଳରେ ବଣ୍ଡା, ଖିଲିଗଣ୍ଡା, କୁଡ଼ିଙ୍ଗି, ଉପର ସାଙ୍କୁରଡ଼ାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଗଜପତି ଜିଲା ଆର୍ ଉଦୟଗିରି ବ୍ଲକ ଅନଘା ପଞ୍ଚାୟତର...
ଭଗବାନଙ୍କ ଆଶୀର୍ବାଦରୁ ଓଡ଼ିଶାରୁ ଟଳିଗଲା ବିପଦ, ସୀମା ଛୁଇଁ ପଳାଇଲା ବାତ୍ୟା
ଭୁବନେଶ୍ୱର,୨୯ା୧୦: ବାତ୍ୟା ‘ମୋନ୍ଥା’ ଦ୍ବାରା ରାଜ୍ୟର ୩୩ ବ୍ଲକ ଏବଂ ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଗଜପତି ଜିଲାର ଗୋଷାଣୀ ନୂଆଗାଁ ବ୍ଲକ୍ରେ...
ବାତ୍ୟା ମୋନ୍ଥାର ପ୍ରଭାବ: ଦାରିଙ୍ଗବାଡ଼ିରେ ପବନ ସହ ଆରମ୍ଭ ହେଲାଣି ବର୍ଷା, ମୁକାବିଲା ପାଇଁ ପ୍ରଶାସନ ସଜାଗ
ଦାରିଙ୍ଗବାଡ଼ି,୨୭ା୧୦(ଅରୁଣ ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି। ସୋମବାର ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି। ସେପଟେ ଏହାକୁ ମୁକାବିଲା କରିବା ପାଇଁ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ପ୍ରସ୍ତୁତ ହୋଇଛି ଭୂସ୍ଖଳନ ହେଉ କି ଗଛ...
ସୃଷ୍ଟି ହେଲା ଆଉ ଏକ ଲଘୁଚାପ: ୪ ଦିନ ବର୍ଷା ସମ୍ଭାବନା, ୧୨ ଜିଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର,୨୪।୧୦: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ଦକ୍ଷିଣ ପୂର୍ବ ତଥା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଞ୍ଚଳିକ ପାଣିପାଗ...
ବର୍ଷାରେ ଧୋଇଗଲା ୩୦ ହଜାର କୋବି ଗଛ, ଧୂଳିସାତ୍ ହେଲା ଚାଷୀଙ୍କ ସ୍ବପ୍ନ
ଦାରିଙ୍ଗବାଡ଼ି,୧୧ା୧୦(ଅରୁଣ ସାହୁ): ଅନେକ ଆଶା ଥିଲା ଚାଷ କରି ଭଲ ଦୁଇ ପଇସା କମେଇବେ। ଏଥିପାଇଁ ନିଜ ଜମି ନ ଥାଇ ମଧ୍ୟ ଅନ୍ୟ ଜଣଙ୍କ ଜମିକୁ ଭଡ଼ାସୂତ୍ରରେ ମାଗି କରିଥିଲେ ଚାଷ ହେଲେ ବର୍ଷା ସବୁ ସ୍ବପ୍ନକୁ ଧୂଳିସାତ୍...
ହେବନି ଭାରତ-ପାକିସ୍ତାନ ମ୍ୟାଚ, ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ,୫।୧୦: ICC ମହିଳା ODI ବିଶ୍ୱକପର ମହାସମାବେଶ ରବିବାର, ଅକ୍ଟୋବର ୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ହେବ। ଏହି ରୋମାଞ୍ଚକର ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ, ମ୍ୟାଚ ବାତିଲ...
ରାସ୍ତାରେ ଧସିଲା ପାହାଡ଼, ଭାଙ୍ଗିଲା ବିରାଟ ଗଛ
ଧରାକୋଟ,୩ା୧୦: ଚଳିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଧରାକୋଟ ବ୍ଲକର ଜନଜୀବନ ବେଶ୍ ପ୍ରଭାବିତ ହୋଇଛି। ଗୁରୁବାର ରାତିରେ ଜାତୀୟ ରାଜପଥ ୫୯ର ଧରାକୋଟ ବ୍ଲକ ଅନ୍ତର୍ଗତ ଖାରିଗୁମା ନିକଟସ୍ଥ ହନୁମାନ ମନ୍ଦିର ନିକଟରେ ରାସ୍ତା ଉପରେ ବିରାଟ ଗଛ...
ଆଜି ସମଗ୍ର ଓଡ଼ିଶାରେ ପ୍ରବଳ ବର୍ଷିବ, ୭ ଜିଲାକୁ ରେଡ ଆଲର୍ଟ
ଭୁବନେଶ୍ୱର,୩।୧: ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଓଡ଼ିଶାରେ ପ୍ରବଳ ବର୍ଷା ଆଣିଛି, ଯାହା ଏବର୍ଷର ଦୁର୍ଗାପୂଜା ଉତ୍ସବରେ ବାଧା ସୃଷ୍ଟି କରିଛି। ଗୋପାଳପୁର ନିକଟରେ ଏହି ଗଭୀର ଅବପାତ ଓଡ଼ିଶା ଉପକୂଳ ଅତିକ୍ରମ କରିଛି ଏବଂ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ...
ଗୁରୁବାରଠୁ ରାଜ୍ୟରେ ବାତ୍ୟା ଭଳି ପ୍ରବଳ ବର୍ଷା! ଲଘୁଚାପ ଅବପାତରେ ପରିଣତ ହେବା ସମ୍ଭାବନା
ଭୁବନେଶ୍ୱର,୨୪ା୯: ଦକ୍ଷିଣ-ପଶ୍ଚିମ ମୌସୁମୀ ଓ ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୫ ସେପ୍ଟେମ୍ବର ସୁଦ୍ଧା ଲଘୁଚାପ ସୃଷ୍ଟି ହେବ, ଯାହା ୨୬...
ଦୁର୍ଗାପୂଜା ପୂର୍ବରୁ ଦାଉ ସାଧିଲା ବର୍ଷା, କରେଣ୍ଟ ଲାଗି ୭ ମୃତ
କୋଲକାତ,୨୩।୯: ସୋମବାର ରାତିରୁ ମଙ୍ଗଳବାର ପର୍ଯ୍ୟନ୍ତ କୋଲକାତା ଏବଂ ଏହାର ଆଖପାଖ ଅଞ୍ଚଳରେ ମୁଷଳଧାରାରେ ବର୍ଷା ହେବା ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ପ୍ରବଳ ବର୍ଷା ଯୋଗୁ ସହରରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି। ପ୍ରବଳ ବର୍ଷା ଯୋଗୁ...
୨୬ରେ ଲଘୁଚାପ, ଏସବୁ ଜିଲା ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର, ୧୯ା୯(ବନ୍ଦନା ସେଠୀ) – ପାର୍ବଣରେ ବର୍ଷା ହେବ ନାହିଁ ବୋଲି ପୂର୍ବରୁ ପାଣିପାଗ ବିଭାଗ ଆକଳନ କରିଥିଲା। ହେଲେ ଆସନ୍ତା ୨୬ ତାରିଖରେ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଦୁର୍ଗାପୂଜାରେ ବର୍ଷା ହେବାନେଇ...
Archives


