Tag Archives: Rain alert

କାଲିଠୁ ଛେଚିବ ବର୍ଷା, ଏସବୁ ଜିଲାକୁ ଝଟକା ପବନ-ବଜ୍ରପାତ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୮ା୭(ଅନୁରାଧା ମହାରଣା) – ରାଜ୍ୟରେ ଗତ କିଛିଦିନ ଲଗାଣ ବର୍ଷା ଜନଜୀବନକୁ ପ୍ରଭାବିତ କରିଥିବାବେଳେ ବୁଧବାରଠାରୁ କମିବ। କିଛି ଜିଲାକୁ ବାଦ୍‌ ଦେଲେ ପ୍ରାୟ ଅଧିକାଂଶ ଜିଲାରେ ପାଗରେ ସୁଧାର ଆସିବ। ତେବେ ୧୪ ତାରିଖରୁ ପୁଣି ବର୍ଷାର ବିସ୍ତୃତି…

୭ ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା, ୨୪ ଘଣ୍ଟାରେ…

ଭୁବନେଶ୍ୱର,୩।୭: ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ୭ଟି ଜିଲାକୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗକୁ ନେଇ ବଡ଼…

ଆସନ୍ତା ୨୭ ଯାଏ ରାଜ୍ୟରେ ବଜ୍ରପାତ ସହ ପବନ ବର୍ଷା, ଏହି ୨୦ ଜିଲାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୧୯ା୬(ଅନୁରାଧା ମହାରଣା) – ରାଜ୍ୟର ଅଧିକାଂଶ ସ୍ଥାନରେ ଗତ କିଛିଦିନ ଧରି ବର୍ଷା ଜାରି ରହିଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବିିଭିନ୍ନ ଜିଲାକୁ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର…

ପୁରୀଦେଇ ଗତି କରୁଛି ମୌସୁମୀ, ୧୩ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୧୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱର, ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖାଦେଇଛି, ଯାହା ଗରମ ଓ ଗୁଳୁଗୁଳିରୁ…

ଆସୁଛି ବଡ଼ ଲଘୁଚାପ: ଆଗାମୀ ୩ ଦିନ ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର,୧୧।୬: ଓଡ଼ିଶାରେ ଆଗାମୀ ତିନି ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟ ଏକ ଘୂର୍ଣ୍ଣିବଳୟ ଏବଂ ମୌସୁମୀ ପବନର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୯।୬: ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ୫ ଜିଲାକୁ ଅରେଞ୍ଜ ଓ ୨୫ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହିସବୁ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ ଜାରି…

IMD କଲା ଆଲର୍ଟ, ୫ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ…

ଭୁବନେଶ୍ୱର,୨୫।୫: ଏଥର ସଅଳ ଆସିଲା ମୌସୁମୀ । ୧୬ ବର୍ଷ ପରେ ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ପ୍ରବେଶ କରିଛି ମୌସୁମୀ । ମୌସୁମୀ ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ଏଭଳି ବର୍ଷା ଜାରି ରହିବ ବୋଲି…

ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା

ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ନୟାଗଡ଼, ଗଜପତି, ଗଞ୍ଜାମ ଓ କୋରାପୁଟ ଆଦି ଜିଲାକୁ…

ଲଘୁଚାପ ଆହୁରି ଘନୀଭୂତ: ୧୯ ଜିଲାରେ ଛେଚିବ ବର୍ଷା

ଭୁବନେଶ୍ୱର,୯ା୪:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପକ୍ଷେତ୍ର ମଙ୍ଗଳବାର ଆହୁରି ଘନୀଭୂତ ହୋଇ ଦକ୍ଷିଣ-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୧୨ଘଣ୍ଟା ପର୍ଯ୍ୟନ୍ତ ନିଜର ତୀବ୍ରତା ବଜାୟ ରଖିବା ସହ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର…

ଏହିସବୁ ସ୍ଥାନରେ ହେବ ପ୍ରବଳ ବର୍ଷା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ, ୨୯।୦୬: ଉତ୍ତର ପ୍ରଦେଶ, ଦିଲ୍ଲୀ ସମେତ ଉତ୍ତର ଭାରତରେ ମୌସୁମୀ ପହଞ୍ଚିଛି । ଏହାର ପ୍ରଭାବରୁ ବିଭିନ୍ନ ରାଜ୍ୟରେ ଏବେ ବର୍ଷା ଜାରି ରହିଛି । ପାଣିପାଗ ବିଭାଗ ଏନେଇ କହିଛି ଯେ, ଉତ୍ତର ପଶ୍ଚିମ ଭାରତ ଏବଂ ପୂର୍ବ…

ରାଜଧାନୀକୁ ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଆଲର୍ଟ

ନୂଆଦିଲ୍ଲୀ, ୨୪।୬: ଦେଶର ରାଜଧାନୀରେ ଏକ ସପ୍ତାହ ଧରି ବର୍ଷା ହେବା ନେଇ ଜଣାପଡ଼ିଛି । ଏନେଇ ପାଣିପାଗ ବିଭାଗ ଆଲର୍ଟ ଜାରି କରିଛି । ଗତ କିଛିଦିନ ଧରି ଦିଲ୍ଲୀରେ ପ୍ରବଳ ଗରମ ଅନୁଭୂତ ହୋଉଥିଲା । ଯାହାକୁ ନେଇ…

ଆସନ୍ତା ୨୦ ଯାଏ ଘଡ଼ଘଡ଼ି ସହ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୫।୩(ଅନୁରାଧା ମହାରଣା): ରାଜ୍ୟରେ ତାତି ସହ ଗୁଳୁଗୁଳି ଜାରି ରହିଥିତ୍ବାବେଳେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହେଉଛି। ତେବେ ଆସନ୍ତା ୫ଦିନ ଅର୍ଥାତ୍‌ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘଡ଼ଘଡ଼ି ଓ ବର୍ଷା ପରିମାଣ ବଢ଼ିବ। ୩ଦିନ ପରେ ତାପମାତ୍ରାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri