ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ
ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଚିନ୍ତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଅତାବିରା ଓଡ଼ିଶା…

