Tag Archives: Rain In Odisha

୧୦ ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୩୦।୫: ବଙ୍ଗୋପସାଗରରେ ସକ୍ରିୟ ଅବପାତ ଗୁରୁବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇଥିବାବେଳେ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ସ୍ଥଳଭାଗକୁ ଅତିକ୍ରମ କରିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା…

ବାତ୍ୟା ରୂପ ନେବ କି ଲଘୁଚାପ ? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୫।୫: ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଓଡ଼ିଶାରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଝଟ୍‌କା ପବନ ମଧ୍ୟ ବହିବ। ଆଗାମୀ ୨୭ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ…

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ, ୧୬ ବର୍ଷ ପରେ ଏଥର…

ଭୁବନେଶ୍ୱର,୨୪ା୫: ଚାଷୀଙ୍କ ପାଇଁ ଖୁସି ଖବର। ପୂର୍ବବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ କେରଳ ଛୁଇଁବା…

ବଙ୍ଗୋପସାଗରରେ ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା, ଏସବୁ ଜିଲା ହେବ ସବୁଠାରୁ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୩।୫: ଦୀର୍ଘ ଦିନର ଗରମ ଓ ଗୁଳୁଗୁଳି ପରେ, ମେ ୨୭ ଓ ୨୮ ତାରିଖରେ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁସାରେ, ବଙ୍ଗୋପସାଗରରେ ଏକ ନିମ୍ନଚାପ ରେଖା ପ୍ରଭାବରେ…

ଚେତାବନୀ ଦେଲା ପାଣିପାଗ ବିଭାଗ: ଆଗାମୀ ୬ ଦିନ ଓଡ଼ିଶାର ଏହି ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୨।୫: ଗରମ ଓ ଗୁଳୁଗୁଳି ପାଗରୁ ବଡ଼ ଆଶ୍ବସ୍ତି ମିଳିବାର ସମ୍ଭାବନା ରହିଛି, କାରଣ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଗୁରୁବାର ଓ ଆଗାମୀ ଛଅ ଦିନ ପାଇଁ ବିଭିନ୍ନ ଜିଲାରେ ବଜ୍ରପାତ ସହ ବର୍ଷା ଚେତାବନୀ ଜାରି କରିଛି।…

ଆଜି ସନ୍ଧ୍ୟାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏହି ୧୧ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୧୦ା୫: ରାଜ୍ୟରେ କିଛିଦିନ ଧରି ପ୍ରବଳ ଖରା ସାଙ୍ଗକୁ କେତେକ ଜିଲାରେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ତେବେ ଶନିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ୧୧ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ…

ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା, ୧୩ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧ା୫: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରାଜ୍ୟର ଏକାଧିକ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଯେଉଁଥିରେ ମେ ୭ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି, ବିଜୁଳି, ପ୍ରବଳ ପବନ ଏବଂ ଏକାନ୍ତ ଭାରୀ ବର୍ଷାର ପୂର୍ବାନୁମାନ କରାଯାଇଛି। ଏହି ଚେତାବନୀ…

ଆଜି ଏସବୁ ଜିଲାକୁ ବର୍ଷା, ଆସନ୍ତାକାଲି ବି ବର୍ଷିବ

ଭୁବନେଶ୍ୱର,୨୮ା୧୨: ଶନିବାର ଓ ଆସନ୍ତାକାଲି ୨ ଦିନ ଧରି ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ପଶ୍ଚିମା ଝଡ଼ ପ୍ରଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠାରୁ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ…

ଦାଉ ସାଧୁଛି ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ଭିଜୁଛି ଧାନ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କାରଣରୁ ଗତ ୨ଦିନ ହେଲା କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହେଉଛି। ବର୍ତ୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବାବେଳେ ବର୍ଷା ଯୋଗୁ…

ଚାଷୀଙ୍କୁ ଘାରିଛି ଅଦିନିଆ ବର୍ଷା, ବିଲରେ ଲୋଟିଛି ପାଚିଲା ଧାନ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଗତ କିଛିଦିନ ଧରି ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାରେ ପାଚିଲା ଧାନ ପାଣି ବିଲରେ ଲୋଟିଛି। ଧାନର ମାନ ଖରାପ ହେଲେ ବିକ୍ରିଯୋଗ୍ୟ ହେବ ନାହିଁ। ଧାନ ଗଜା ହୋଇଯିବାର…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲାରେ ବର୍ଷା, ଜାରି ହେଲା ସତର୍କ ସୂଚନା

ଭୁବନେଶ୍ୱର,୫ା୧୨: ବର୍ତମାନ ପର୍ଯ୍ୟନ୍ତ ଓଡ଼ିଶାରେ ଶୀତର ପ୍ରଭାବ ବିଶେଷ ଦେଖିବାକୁ ମିଳିନାହିଁ। କିନ୍ତୁ ଆସନ୍ତା ୨୪ ଘଣ୍ଟା ମଧ୍ୟର ରାଜ୍ୟର କିଛି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସତର୍କ ସୂଚନା…

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ ମିଳିବ। ଏପରି ସ୍ଥଳେ ଓଡ଼ିଶା ପାଇଁ ବାତ୍ୟା ବିପଦ ଘନେଇଲାଣି। ଏହାକୁ ନେଇ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?