Tag Archives: Rain In Odisha

ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହେବ ବୋଲି କୁହାଯାଇଛି…

ଆଜି ସୃଷ୍ଟି ହେବ ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨।୮: ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି, ଶୁକ୍ରବାର ସୁଦ୍ଧା ଏହା ଲଘୁଚାପରେ ପରିବର୍ତ୍ତିତ ହୋଇପାରେ । ଏହା ପ୍ରଭାବରେ…

ଆସୁଛି ବାତ୍ୟା ଓଡିଶାର ଏହିସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୫: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଦକ୍ଷିଣ- ଦକ୍ଷିଣ ପୂର୍ବ ସାଗର ଦ୍ୱୀପ ଠାରୁ ୩୮୦ କିଲୋମିଟର ଏବଂ ବାଂଲାଦେଶ ଖେପୁପାରା ଠାରୁ ୪୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି। ଏହା…

କାଳବୈଶାଖୀ ପ୍ରଭାବରେ ଆସନ୍ତା ବୁଧବାର ପର୍ଯ୍ୟନ୍ତ ଝଡ଼ବର୍ଷା ଲାଗି ରହିବା ସମ୍ଭାବନା

ଭୁବନେଶ୍ୱର,୧୨।୫: କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା କାଳବୈଶାଖୀ ବର୍ଷା, ଝଡ଼ତୋଫାନ ଯୋଗୁଁ ତାପମାତ୍ରା ପାଖାପାଖି ୩ରୁ ୫ ଡିଗ୍ରୀ ସେଲସିୟସ୍‌‌ କମିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗତକାଲି…

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା, ତାତିରୁ ମିଳିବ ଆଶ୍ଵସ୍ତି

ଭୁବନେଶ୍ୱର,୨୨ା୪: ସୋମବାର ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଘଡ଼ଘଡ଼ି ସହ ବର୍ଷା ଓ ପବନ ଯୋଗୁଁ କ୍ଷୟକ୍ଷତି ମଧ୍ୟ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଗତକାଲି ଠାରୁ କଳାବୈଶାଖୀ ପ୍ରକ୍ରିୟା ପାଇଁ ସୋମବାର ସକାଳୁ…

ଓଡ଼ିଶାରେ ଆଉ ତିନି ଦିନ ବର୍ଷା ପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୮।୪: କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲା ସହିତ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର,୨୫ା୨: ରାଜ୍ୟର କେତେକ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ବାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…

୫ ଡିସେମ୍ବରରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ମିଗଜୋମ’, ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୩।୧୨: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ତୀବ୍ର ଅବପାତ ରବିବାର ବାତ୍ୟାରେ ପରିଣତ ହୋଇଛି । ସୋମବାର ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନିଲୋର ଓ ମଚ୍ଛଲୀପଟ୍ଟନମ୍‌‌ ଦେଇ ୫ ଡିସେମ୍ବର ଅପରାହ୍ଣ ସୁଦ୍ଧା ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ…

ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତାକାଲି ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର,୨୪।୧୧: ଦକ୍ଷିଣ ଆଣ୍ଡାମାନ୍‌‌ ସାଗର ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତାକାଲି ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ସୋମବାରବେଳକୁ ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ମଙ୍ଗଳବାର…

ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା

ଭୁବନେଶ୍ୱର,୪/୧୧: ରାଜ୍ୟରେ ବର୍ତ୍ତମାନ ଋତୁ ମାନଙ୍କର ମିଳନ ଦେଖିବାକୁ ମିଳିଛି। ଗତ ସପ୍ତାହରେ କିଛି ଜିଲାରେ ସାମାନ୍ୟ ଶୀତ ଅନୁଭୂତ ହେଉଥିଲା, ପରେ ସାମାନ୍ୟ ଗରମ ଏବେ ବର୍ଷା ଦେଖିବାକୁ ମିଳିଛି। ପଶ୍ଚିମା-ଝଡ଼ ଏବଂ ପୂର୍ବାଳୀ ତରଙ୍ଗ ପ୍ରଭାବରେ ରାଜ୍ୟର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?