ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍ସିଟିରେ ଜାରି ରହିଛି ବର୍ଷା ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି ରହିଛି। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାରଠାରୁ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ ବୋଲି…